Posted inଖେଳ

ଶାମିଙ୍କ ଚମତ୍କାର ବୋଲିଂ: ବିଶ୍ୱକପ୍‌ ଫାଇନାଲରେ ଭାରତ

ମୁମ୍ବାଇ,୧୫।୧୧: ବିଶ୍ୱକପ୍‌ ୨୦୨୩ ଫାଇନାଲ୍‌ରେ ପ୍ରବେଶ କରିଛି ଭାରତ। ମହମ୍ମଦ ଶାମିଙ୍କ ଚମତ୍କାର ବୋଲିଂ ଜରିଆରେ ଭାରତ ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ ୭୦ ରନ୍‌ରେ ପରାସ୍ତ କରିଛି। ଏହା ସହ ଟିମ ଇଣ୍ଡିଆ ଚତୁର୍ଥ ଥର ପାଇଁ ଦିନିକିଆ ବିଶ୍ୱକପ ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବ୍ୟାଟିଂ କରି ଭାରତ ଧାର୍ଯ୍ୟ ୫୦ ଓଭରରେ ଚାରି ଉଇକେଟ ହରାଇ ୩୯୭ରନ ସଂଗ୍ରହ କରିଥିଲା। ଏହାର ଜବାବରେ ନ୍ୟୁଜିଲାଣ୍ଡ ୪୮.୫ ଓଭରରେ ୩୨୭ ରନ କରି ଅଲଆଉଟ ହୋଇଥିଲା।
୨୦୧୯ରେ କିୱି ଦଳ କୋଟି କୋଟି ଭାରତୀୟଙ୍କ ସ୍ବପ୍ନକୁ ଭାଙ୍ଗି ଫାଇନାଲରେ ପ୍ରବେଶ କରିଥିଲା। ଏଥର ନ୍ୟୁଜିଲାଣ୍ଡକୁ ପରାସ୍ତ କରି ପୂର୍ବ ପରାଜୟର ପ୍ରତିଶୋଧ ନେଇଛି ଭାରତ। ଏବେ ଭାରତୀୟ ଦଳ ୧୯ ନଭେମ୍ବରରେ ଅହମ୍ମଦାବାଦରେ ଫାଇନାଲ ଖେଳିବ। ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ସେମିଫାଇନାଲରେ ବିଜେତା ମୁହାଁମୁହିଁ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

ଅଭିଷେକଙ୍କୁ ‘ସାର୍‌’ ବୋଲି ଡାକିଲେ ଯୁବରାଜ, ଥରେ କହିଥିଲେ ଚପଲରେ ମାରିବା ବିଷୟରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୪: ଅଭିଷେକ ଶର୍ମା ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୧୩୫ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ, ଯାହା ପରେ ତାଙ୍କ ପରାମର୍ଶଦାତା ଏବଂ ଗୁରୁ ଯୁବରାଜ ସିଂହ…

ଭାରତ କେବେ ବି ମୁଣ୍ଡ ନୁଆଁଇବ ନାହିଁ…ପାକିସ୍ତାନକୁ ଅଲ୍ଟିମେଟମ ଦେଲେ ମୋଦି

ନୂଆଦିଲ୍ଲୀ,୨୨।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି, ସେମାନଙ୍କୁ କେବେ ଭୁଲି ହେବ ନାହିଁ।…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ଅଞ୍ଚଳର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…

କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି  ସମ୍ବଲପୁର ପୋକ୍‌ସୋ କୋର୍ଟକୁ ଚାଲାଣ…

Business Eminence Awards 2026: ଡିଜିଟାଲ ପ୍ଲାଟ୍‌ଫର୍ମ ରୋଗୀଙ୍କ ଯାତାୟାତ ସମସ୍ୟା ଦୂରକରୁଛି

ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲର ଚିଫ୍‌ ଅପରେଟିଂ ଅଫିସର ଭାବରେ ଡା. ଆଲୋକ ଶ୍ରୀବାସ୍ତବ ନେତୃତ୍ୱ ନେଉଛନ୍ତି। ଡା. ଶ୍ରୀବାସ୍ତବ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ଫ୍ୟାକଲ୍ଟି ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌ରୁ…

ଅଭିବୃଦ୍ଧି ଅଙ୍କ

ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୨୧ ଏପ୍ରିଲରେ ୩୨ ପଇସା କମି ୯୩.୪୮ ଟଙ୍କାକୁ ଛୁଇଁଛି। ପଶ୍ଚିମ ଏସିଆ ସଙ୍କଟଜନିତ ଆର୍ଥିକ ଅନିଶ୍ଚିତତା ଲାଗି ରହୁଥିବାରୁ…

ନିର୍ବନ୍ଧର ଗୋଟିଏ ଦିନ ପରେ ନିଖୋଜ ହୋଇଯାଇଥିଲେ ସସ୍ମିତା: ପରେ ଘଟିଲା…

ଜଗତ୍‌ସିଂହପୁର, ୨୨ା୪(ପ୍ରମୋଦ କୁମାର ନାୟକ):ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗାଁର ପ୍ରମୋଦ ଦାସ ଓ ଲକ୍ଷ୍ମୀପ୍ରିୟା ଦାସଙ୍କ ଝିଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri