Posted inଫୁରସତ

ଅଜବ ପ୍ରେମ: ବିବାହ ବାର୍ଷିକୀରେ ସ୍ତ୍ରୀଙ୍କ ପାଇଁ ଏମିତି କଲେ ସ୍ବାମୀ

ଚନ୍ଦ୍ର ପୃଷ୍ଟରେ ଜମି କିଣିବାକୁ ସମସ୍ତେ ସ୍ବପ୍ନ ଦେଖିଥାନ୍ତି। ହେଲେ ଏହି ସ୍ବପ୍ନ ସମସ୍ତଙ୍କର ସତ ହୋଇ ନ ଥାଏ। କିନ୍ତୁ ଆଜମେରରେ ରହୁଥିବା ଧର୍ମେନ୍ଦ୍ର ଅନିଜା ନିଜର ୮ତମ ବିବାହ ବାର୍ଷିକୀକୁ ସ୍ବତନ୍ତ୍ର କରିବାକୁ ଚାହୁଁଥିଲେ। ତେଣୁ ସେ ଏହି ଅବସରରେ ଚନ୍ଦ୍ରପୃଷ୍ଟରେ ୩ ଏକର ଜମି କିଣି ସ୍ତ୍ରୀଙ୍କୁ ଉପହାର ରୂପେ ଦେଇଛନ୍ତି।
ଏ ନେଇ ଧର୍ମେନ୍ଦ୍ର କୁହନ୍ତି, ଗତ ଡିସେମ୍ବର ୨୪ରେ ଆମର ବିବାହ ବାର୍ଷିକୀ ଥିଲା। ମୁଁ ମୋ ସ୍ତ୍ରୀଙ୍କ ପାଇଁ କିଛି ସ୍ବତନ୍ତ୍ର କରିବାକୁ ଚାହୁଁଥିଲି। ଅନେକ ଲୋକ ସ୍ତ୍ରୀଙ୍କୁ ଅଳଙ୍କାର ବା କାର କିଣି ଉପହାର ରୂପେ ଦେଇଥାନ୍ତି। କିନ୍ତୁ ମୁଁ କିଛି ସ୍ବତନ୍ତ୍ର କରିବାକୁ ଚାହୁଁଥିଲି। ତେଣୁ ମୁଁ ଚନ୍ଦ୍ରରେ ଜାଗା କିଣିଲି ବୋଲି ଧର୍ମେନ୍ଦ୍ର କହିଛନ୍ତି।
ଧର୍ମେନ୍ଦ୍ର ଆମେରିକାର ନ୍ୟୁୟର୍କ ସିଟିରେ ଅବସ୍ଥିତ ଲୁନା ସୋସାଇଟି ଇଣ୍ଟରନ୍ୟାସନାଲରୁ ଚନ୍ଦ୍ରରେ ଜମି କିଣିଥିଲେ। ଜମି କିଣିବାର ସମ୍ପୂର୍ଣ୍ଣ ପ୍ରକ୍ରିୟା ପାଇଁ
ତାଙ୍କୁ ଏକ ବର୍ଷ ଲାଗିଥିଲା। ଏବେ ମୁଁ ବହୁତ ଖୁସି । ରାଜସ୍ଥାନର ମୁ ପ୍ରଥମ ବ୍ୟକ୍ତି, ଯିଏ ଚନ୍ଦ୍ରରେ ଜମି କିଣିଛି ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri