ଆୟରଲାଣ୍ଡ ପାର୍କରେ ଦେଖିବାକୁ ମିଳିଛି ଗଣେଶଙ୍କ ଅଦ୍ଭୁତ ପ୍ରତିମା

ଡବଲିନ,୨୨।୮:ଅଗ୍ରପୂଜ୍ୟ ଗଣେଶଙ୍କ ଜନ୍ମଦିନକୁ ଗଣେଶ ଚତୁର୍ଥୀ ଭାବେ ପାଳନ କରାଯାଇଥାଏ। ପ୍ରତିବର୍ଷ ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥିରେ ଗଣେଶଙ୍କୁ ଆରାଧନା କରାଯାଇଥାଏ। ଏହାକୁ କେହି କେହି ବିନାୟକ ଚତୁର୍ଥୀ ବୋଲି ମଧ୍ୟ କହିଥାଆନ୍ତି। ଏହିଦିନ ପ୍ରତିଘରେ ଗଣେଶଙ୍କ ପ୍ରତିମା ସ୍ଥାପନ କରାଯାଇଥାଏ। ଏଥର କରୋନା ମହାମାରୀ ପାଇଁ ସାର୍ବଜନିନ ଭାବେ ଗଣେଶ ପୂଜା ପାଳନ କରାଯାଉ ନାହିଁ। ମନ୍ଦିରରେ ପୂଜା ସମୟରେ ପରସ୍ପର ମଧ୍ୟରେ ସାମାଜିକ ଦୂରତା ରକ୍ଷା କରି ପୂଜା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଅବସରରେ ନଜର ଆସିଛି ଆୟରଲାଣ୍ଡରେ ୨୨ ଏକର ପରିମିତ ଏକ ପାର୍କ। ଯେଉଁଠାରେ ପ୍ରଭୁ ଗଣେଶଙ୍କର ଅଦ୍ଭୁତ ପ୍ରତିମା ଦେଖିବାକୁ ମିଳିଛି।

ସଙ୍ଗୀତ ଭାରତୀୟ ସଂସ୍କୃତିର ଅଭିନ୍ନ ଅଙ୍ଗ। ଏହି ପାର୍କରେ ଥିବା ଗଣେଶ ବିଭିନ୍ନ ବାଦ୍ୟଯନ୍ତ୍ର ବଜାଉଥିବା ମୁଦ୍ରାରେ ଦେଖାଯାଇଛନ୍ତି। ଗୋଟିଏ ପ୍ରତିମା ଏମିତି ରହିଛି ଯେଉଁଥିରେ ଗଣେଶ ବୀଣା ବାଦନ କରୁଥିବା ସମୟରେ ତାଙ୍କ ବାହନ ମୂଷିକ ତାଙ୍କ ନିକଟରେ ବିଦ୍ୟମାନ ରହିଛି।

ଯେଉଁଠାରେ ୧୦ ଦିନିଆ ଗଣେଶ ପୂଜା ପାଳନ କରାଯାଏ ଏଥର ସେଠାରେ ସେପ୍ଟେମ୍ବର ୧ରେ ଗଣପତିଙ୍କ ବିସର୍ଜନ କରାଯିବାର କାର୍ଯ୍ୟକ୍ରମ ରହଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri