Odisha Elections 2024
Posted inଫୁରସତ

ଜିମ୍‌ରେ ୮୦ବର୍ଷିୟା ବୃଦ୍ଧା କରୁଛନ୍ତି ଦମଦାର୍‌ ଓ୍ବାର୍କଆଉଟ୍‌, ଭିଡିଓ ଦେଖିଲେ ଉଡିଯିବ ହୋସ୍‌

ବୟସ ଏକ ସଂଖ୍ୟା ମାତ୍ର। ଏହାକୁ ପ୍ରମାଣିତ କରିଛନ୍ତି ଜଣେ ୮୦ବର୍ଷିୟ ବୃଦ୍ଧା। ୨୦-୩୦ବର୍ଷର ଯୁବପିଢି ଟିକିଏ କାମ କରି ଥକି ଯାଉଥିବାବେଳେ ବୃଦ୍ଧାଜଣକ ପ୍ରତିଦିନ ବ୍ୟାୟାମ କରି ନିଜକୁ ଫିଟ୍‌ ରଖିଛନ୍ତି।
ଏହି ବୃଦ୍ଧାଙ୍କ ଓ୍ବାର୍କଆଉଟ୍‌ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତାଙ୍କ ଆଖପାଖରେ ଥିବା ଲୋକ ବୃଦ୍ଧାଙ୍କ ଓ୍ବାର୍କଆଉଟ୍‌ ଦେଖି ତାଜୁବ ହୋଇଯାଇଛନ୍ତି। ଏହି କ୍ରମରେ ଫିଟନେସ୍‌ କୋଚ୍‌ ଲୋରା ସୋମେର୍ସ ବୃଦ୍ଧାଙ୍କ ଏକ୍ସରସାଇଜ ଭିଡିଓ ସୋସିଆଲ ମିଡିଆ ଇନଷ୍ଟାଗ୍ରାମରେ ଅପଲୋଡ କରିଛନ୍ତି। ଭିଡିଓରେ ବୃଦ୍ଧାଜଣକ ଜିମ୍‌ରେ ହ୍ୟାଙ୍ଗିଙ୍ଗ ଲେଗ ରେଜ କରୁଛନ୍ତି। ୮୦ବର୍ଷିୟା ବୃଦ୍ଧାଙ୍କର ଏପରି ଓ୍ବାର୍କଆଉଟ୍‌ ଦେଖି ୟୁସର୍ଜ ଖୁବ୍‌ ପସନ୍ଦ କରୁଛନ୍ତି। ସେ ଅନ୍ୟ ଲୋକଙ୍କ ପାଇଁ ପ୍ରେରଣା ବୋଲି କମେଣ୍ଟସରେ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକଙ୍କୁ ଭେଟିବା ପାଇଁ ୧୫୦୦ କିଲୋମିଟର ଗଲେ ଯୁବତୀ, ବିମାନରୁ ଓହ୍ଲାଇବା ପରେ ଯାହା ଘଟିଲା, ଜାଣିଲେ…

ଅନଲାଇନ ଡେଟିଂ ସବୁବେଳ ପାଇଁ ବିପଦପୂର୍ଣ୍ଣ ଅଟେ। ଅନେକ ଯୁବତୀ/ଯୁବକଙ୍କ ପାଇଁ ଏହା ବହୁତ ମଜାଦାର ହୋଇଥିବା ବେଳେ ଆଉ କିଛି ଯୁବତୀ ଯୁବକ ଏଥିରେ...

କଣ ଏହି ‘ଗଜଗାମିନୀ’ ଚାଲି? ଅଦିତିଙ୍କ ବାସ ୧୦ ସେକେଣ୍ଡର ଝଲକ୍‌ରେ ଲୋକେ ହେଉଛନ୍ତି ଦିୱାନା

ଫ୍ୟାଶନ ଦୁନିଆରେ ‘କ୍ୟାଟୱାକ’ ବିଷୟରେ ଆପଣ ନିଶ୍ଚୟ ବହୁତ ଶୁଣିଥିବେ। କିନ୍ତୁ କେବେ ସ୍ବାନ ଓ୍ବାକ୍‌ କିମ୍ବା ଗଜ ଗାମିନୀ ବିଷୟରେ ଶୁଣିଛନ୍ତି କି? ପ୍ରାୟତ...

ପ୍ରଥମ ରୋଜଗାରର ଶିହରଣ ଏବେ ବି ଅନୁଭବ କରେ:ସୌମ୍ୟଶ୍ରୀ ପାଣିଗ୍ରାହୀ

ସବୁବେଳେ ନାହିଁ ନାହିଁର ଜୀବନ ଜିଇଆସିଥିବା, ସବୁକଥାରେ କାଣ୍ଟଛାଣ୍ଟ କରୁଥିବା, ଅୟସର ସ୍ବପ୍ନ ଦେଖିବାକୁ ନିଜ ମନକୁ ହାଲ୍‌କା ଭାବେ ଆକଟ କରୁଥିବା ୨୦/୨୨ ବର୍ଷର...

୩୪ ବର୍ଷ ବୟସରେ ଜେଜେ ମା’ ହେଲେ ଶିର୍ଲି

ସିଙ୍ଗାପୁର: ସିଙ୍ଗାପୁରର ଶିର୍ଲି ଲିଙ୍ଗ୍‌ ନାମ୍ନୀ ଜଣେ ମହିଳା ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ମାତ୍ର ୩୪ ବର୍ଷ ବୟସରେ ଜେଜେ ମା’ ହୋଇଛନ୍ତି। ତାଙ୍କର ୧୭...

ବିଶ୍ୱର ସବୁଠୁ ଛୋଟ ମହିଳାଙ୍କୁ ଭେଟିଲେ ‘ଦ ଗ୍ରେଟ୍‌ ଖଲି’: ପରେ ଘଟିଲା….ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୫: ଦେଶର ଜଣେ ଜଣାଶୁଣା କୁସ୍ତି ଖେଳାଳି ‘ଦ ଗ୍ରେଟ୍‌ ଖଲି’ କିଏ ବା ନ ଜାଣେ ନାହିଁ। ସେ ଅନେକ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଜିତିଛନ୍ତି।...

ନିରାପଦ ଏଚ୍‌ଆଇଭି ଟିକା ପାଇଁ ମିଳିତ ଉଦ୍ୟମ ଦରକାର

ସମଗ୍ର ବିଶ୍ୱରେ ଚିନ୍ତାର କାରଣ ସାଜିଥିବା ତଥା ଅନ୍ୟତମ ପ୍ରମୁଖ ରୋଗ ମଧ୍ୟରେ ଏଡ୍‌ସ (ଆକ୍ୟୁଆଡ ଇମ୍ୟୁନ ଡେଫିସିଏନ୍‌ସି ସଣ୍ଡ୍ରୋମ) ଅନ୍ୟତମ। ଏହାର ଏ ପର୍ଯ୍ୟନ୍ତ...

ବଟର ଚିକେନ୍‌ ଉଦ୍ଭାବକ କିଏ

ନୂଆଦିଲ୍ଲୀ,୧୮ା୫: ବଟର ଚିକେନ୍‌ ହେଉଛି ତନ୍ଦୁରରେ ରନ୍ଧାଯାଉଥିବା ଚିକେନ୍‌ ପିସ୍‌ଗୁଡ଼ିକୁ ଟମାଟୋ, କ୍ରିମ୍‌ ଓ ବଟର ସହ ମିଶ୍ରଣ କରି ପ୍ରସ୍ତୁତ କରାଯାଉଥିବା ଏକ ବ୍ୟଞ୍ଜନ।...

ରାହୁଲ ଗାନ୍ଧୀଙ୍କ ବିବାହକୁ ନେଇ ଏକ ବଡ଼ କଥା କହିଲେ ଭଉଣୀ ପ୍ରିୟଙ୍କା, ଜାଣିଲେ…

ନୂଆଦିଲ୍ଲୀ,୧୭ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ପ୍ରଚାରରେ ବ୍ୟସ୍ତ ଥିବା ପ୍ରିୟଙ୍କା ଗାନ୍ଧୀ ଭାଇ ରାହୁଲ ଗାନ୍ଧୀଙ୍କ ବିବାହ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri