Posted inଫୁରସତ

ହାତୀ ଉପରେ ଚଢ଼ି ଏମିତି ଷ୍ଟଣ୍ଟ୍‌ ମାରିଲେ ଯୁବକ, ପଛରେ ପଡ଼ିଯିବେ ବାହୁବଳୀ

ଆଜିର ସମୟରେ ଫିଟ୍‌ନେସ୍‌ ଏବଂ ଷ୍ଟଣ୍ଟ୍‌ ସାଧାରଣ କଥା ପାଲଟିଗଲାଣି। ଅଧିକାଂଶ ସମୟରେ ସୋସିଆଲ ମିଡିଆରେ ଅନେକ ଅଦ୍ଭୁତ ଷ୍ଟଣ୍ଟ ଦେଖିବାକୁ ମିଳୁଛି। ସେମିତି ଏବେ ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଜଣେ ଷ୍ଟଣ୍ଟ୍‌ମ୍ୟାନ୍‌ ହାତୀ ଉପରେ ଚଢ଼ିବା ସହିତ ଏପରି ଚମତ୍କାର ପ୍ରଦର୍ଶନ କରୁଛନ୍ତି ଯେ, ଦେଖିଲେ ଆଶ୍ଚର୍ଯ୍ୟ ହେବେ।

ଏହି ଷ୍ଟଣ୍ଟ୍‌ କୌଣସି ରାସ୍ତାରେ ନୁହେଁ ବରଂ ଜଙ୍ଗଲରେ ମଧ୍ୟ କରାଯାଇଛି। ଯେଉଁଥିରେ ଏହି ଯୁବକ ଜଣକ ଗୋଟିଏ ହାତୀ ଉପରେ ବ୍ୟାକଫ୍ଲିପ୍‌ ସହିତ ବସିଥିବାର ନଜର ଆସିଛନ୍ତି। ଲୋକମାନେ ଏହି ଭିଡିଓ ଦେଖି ଖୁବ୍‌ ପ୍ରଶଂସା କରୁଛନ୍ତି।

ଭିଡିଓରେ ଯୁବକ ଜଣକ ଦୌଡ଼ି ଦୌଡ଼ି ଆସି ହାତୀର ଶୁଣ୍ଢ ଉପରେ ଚଢ଼ି ଯାଉଛନ୍ତି। ରାଉଣ୍ଡ ପାଇଁ ବ୍ୟାକଫ୍ଲିପ୍‌ ମାରିବା ସହ ଆରାମରେ ହାତୀ ପିଠିରେ ଆସି ପୁଣି ଠିଆ ହୋଇଯାଉଛନ୍ତି। ହାତୀ ବି ଯୁବକଙ୍କୁ ଏଥିରେ ପୂର୍ଣ୍ଣ ସମର୍ଥନ କରୁଥିବା ଦେଖିବାକୁ ମିଳିଛି।

ଭିଡିଓଟି ଏଲିଫ୍ୟାଣ୍ଟ ଲଭର.ଲଭର ନାମକ ଇନ୍‌ଷ୍ଟାଗ୍ରାମ ପେଜ୍‌ରେ ଶେୟାର କରାଯାଇଛି। ଭିଡିଓଟି ମାତ୍ର ୭ ସେକେଣ୍ଡର କିନ୍ତୁ ଲୋକମାନେ ଏହି ଯୁବକଙ୍କ ବ୍ୟାକଫ୍ଲିପ୍‌କୁ ବହୁତ ପସନ୍ଦ କରିଛନ୍ତି। ୧ ଲକ୍ଷରୁ ଅଧିକ ଥର ଏହି ଭିଡିଓକୁ ଦେଖାସରିଲାଣି। ହଜାର ହଜାର ଲୋକ ଏହି ଭିଡିଓକୁ ପସନ୍ଦ କରିଛନ୍ତି ଏବଂ ନିଜର ପ୍ରତିକ୍ରିୟା ଦେଇଛନ୍ତି। ଅନେକ ଲୋକ ଭିଡିଓରେ ହାର୍ଟ ଏବଂ ତାଳିମାରିବା ଇମୋଜି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri