ହିନ୍ଦୁ ଦେବଦେବୀଙ୍କୁ ଆମାଜନର ଅପମାନ: ସୋସିଆଲ ମିଡିଆରେ ବିରୋଧ

ନୂଆଦିଲ୍ଲୀ,୧୭।୫: ଇ-କମର୍ସ କମ୍ପାନୀ ଆମାଜନ ସୋସିଆଲ ମିଡିଆରେ ଲୋକଙ୍କ କ୍ରୋଧର ଶିକାର ହୋଇଛି। କମ୍ପାନୀର ଟଏଲେଟ ସିଟ ବିକ୍ରି ହେଉଥିବା ସ୍ଥାନରେ ଟଏଲେଟ କଭର୍‌ ଉପରେ ହିନ୍ଦୁ ଦେବଦେବୀଙ୍କ ଫଟୋ ଲଗାଯାଇଛି। ଏହାକୁ ସୋସିଆଲ ମିଡିଆରେ ଦେଖିବା ପରେ ଲୋକମାନେ ବିରୋଧ କରିବା ସହ ନିଜର କ୍ରୋଧ ଜାହିର କରିଛନ୍ତି। କିଛି ଘଣ୍ଟା ମଧ୍ୟରେ ଆମାଜନ ବିରୋଧରେ ୨୪ହଜାରରୁ ଊର୍ଦ୍ଧ୍ୱ ଲୋକ ଟ୍ବିଟ କରିଛନ୍ତି। ଏଥିସହ କିଛି ଟ୍ବିଟରେ ବିଦେଶମନ୍ତ୍ରୀ ସୁଷମା ସ୍ବରାଜଙ୍କୁ ମଧ୍ୟ ଟ୍ୟାଗ କରାଯାଇଥିବା ଜଣାପଡ଼ିଛି। ବିରୋଧ ହେବା ପରେ ଆମାଜନ ପକ୍ଷରୁ ଏହି ପ୍ରଡକ୍ଟକୁ ହଟାଇବା ପାଇଁ କୁହାଯାଇଛି। ଏହା ପୂର୍ବରୁ କାନାଡାର ଡୋରମେଟରେ ଭାରତୀୟ ଜାତୀୟ ପତାକା ଛାପିବାକୁ ନେଇ ଆମାଜନ ଉପରେ ଅନେକ ବିବାଦ ଦେଖାଦେଇଥିଲା। ଏହି ଘଟଣା ପରେ ଆମାଜନକୁ ବିରୋଧ କରାଯିବା ସହ ବିଦେଶ ମନ୍ତ୍ରୀ ସୁଷମା ସ୍ବରାଜ ମଧ୍ୟ ଆମାଜନକୁ ଏନେଇ ଚେତାବନୀ ଦେଇଥିଲେ। ପରେ ସୁଷମା ଆମାଜନ ଅଧିକାରୀଙ୍କୁ ଭିଜା ନ ଦେବା ପାଇଁ କହିଥିଲେ। ଫଳରେ ଏହି ଡୋରମେଟକୁ ହଟାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri