ସେପ୍ଟେମ୍ବର ୨୩ରୁ ଆମାଜନ୍‌ ସେଲ୍‌; ଲଞ୍ଚ ହେବ ୨୦୦୦ରୁ ଅଧିକ ଉତ୍ପାଦ

ନୂଆଦିଲ୍ଲୀ,୧୪।୯: ସେପ୍ଟେମ୍ବର ୨୩ରୁ ଆରମ୍ଭ ହେବ ଆମାଜନ ଗ୍ରେଟ୍‌ ଇଣ୍ଡିଆନ୍‌ ଫେଷ୍ଟିଭାଲ ୨୦୨୨ ସେଲ୍‌। ଏହି ସମୟରେ ବିଭିନ୍ନ ବର୍ଗରେ ୨୦୦୦ରୁ ଅଧିକ ଉତ୍ପାଦ ଲଞ୍ଚ ହେବ ବୋଲି ଇ-କମର୍ସ ପ୍ଲାଟଫର୍ମ ସୂଚନା ଦେଇଛି। ଏହି ବର୍ଗଗୁଡ଼ିକ ମଧ୍ୟରେ ସାମସଙ୍ଗ, ଏଲ୍‌ଜି, ଜିଓମି, ଆପଲ୍‌ ଏବଂ ସୋନି ଭଳି ଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡ ମଧ୍ୟ ଅନ୍ତର୍ଭୂକ୍ତ ରହିବ।

ଗ୍ରାହକମାନେ ଆମାଜନରୁ ଶପିଂ କରିବା ସମୟରେ ଆମାଜନ ପେ’ ମାଧ୍ୟମରେ ବିଲ୍‌ ପୈଠ କଲେ ୭,୫୦୦ ଟଙ୍କା ପର୍ଯ୍ୟନ୍ତ ପୁରସ୍କାର ମଧ୍ୟ ପାଇବେ। ବିକ୍ରୟ ସମୟରେ କମ୍ପାନୀ ଗ୍ରାହକଙ୍କୁ ବିଶେଷ ରିହାତି ଅଫର ଦେବ। ଏପରିକି ଗ୍ରାହକମାନେ ଜିଏସ୍‌ଟି ଇନ୍‌ଭଏସ୍‌ରେ ୨୮% ଅଧିକ ସଞ୍ଚୟ କରିବାକୁ ସକ୍ଷମ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ଦ୍ୱିତୀୟ ଧନଶାଳୀ ହେଲେ ଏଲନ୍‌ ମସ୍କ

ନୂଆଦିଲ୍ଲୀ: ଟେସ୍‌ଲା କମ୍ପାନୀର ମୁଖ୍ୟ ଏଲନ୍‌ ମସ୍କ ବିଶ୍ୱର ଦ୍ୱିତୀୟ ଧନୀ ବ୍ୟକ୍ତି ସ୍ଥାନ ହାସଲ କରିଛନ୍ତି। ଏହି ସ୍ଥାନରେ ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍‌...

ଡିସେମ୍ବର ୧୫ରୁ ଫାଷ୍ଟାଗ୍‌ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୩୦-୧୧: ସାରା ଦେଶର ଟୋଲ ପ୍ଲାଜାଗୁଡିକରେ ବାଧ୍ୟତାମୂଳକ ଭାବେ ଫାଷ୍ଟାଗ କାର୍ଯ୍ୟକାରୀ କରିବା ତାରିଖକୁ ସରକାର ଚଳିତ ବର୍ଷ ଡିସେମ୍ବର ୧୫ ତାରିଖ ଯାଏ ବଢାଇ...

ନିରାପତ୍ତାକୁ ମାରୁତି ସୁଜୁକିର ପ୍ରାଥମିକତା

ନୂଆଦିଲ୍ଲୀ,୧୦।୫: କଟକଣା କୋହଳ ହେଉଥିବା ବେଳେ ଦେଶର ପ୍ରମୁଖ କମ୍ପାନୀ ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ ଏହାର ଶୋ’ରୁମ୍‌ଗୁଡିକରେ ଗ୍ରାହକ ସୁରକ୍ଷାକୁ ପ୍ରାଥମିକତା ଦେଉଛି। ଶୋ’ରୁମ୍‌ରେ...

ଜିଏସ୍‌ଟି ବୃଦ୍ଧି ପ୍ରସଙ୍ଗରେ ପ୍ରତିକ୍ରୟା ରଖିଲେ ନିର୍ମଳା

ନୂଆଦିଲ୍ଲୀ,୧୪-୧୨: ଜିଏସ୍‌ଟି କାଉନସିଲ ବୈଠକ ଆସନ୍ତା ସପ୍ତାହରେ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଅର୍ଥମନ୍ତ୍ରୀ ସୀତାରାମନ ଜିଏସ୍‌ଟି ବୃଦ୍ଧି ପ୍ରସଙ୍ଗକୁ ନେଇ ପ୍ରତିକ୍ରୟା ରଖିଛନ୍ତି। ସେ...

ଟିକସ ସଂଗ୍ରହ ୨୨.୫% କମିଲା

ନୂଆଦିଲ୍ଲୀ,୧୭।୯: ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟ ତ୍ରୈମାସ ଶେଷ ସୁଦ୍ଧା କେନ୍ଦ୍ର ସରକାରଙ୍କ ମୋଟ ଟିକସ ସଂଗ୍ରହ ୨୨.୫% ହ୍ରାସ ଘଟିଛି। ସେପ୍ଟେମ୍ବର ୧୫ ସୁଦ୍ଧା...

ଜେଟ୍‌ର ୨୦୦୦ ଷ୍ଟାଫ୍‌ଙ୍କୁ ନିଯୁକ୍ତି ଦେବ ସ୍ପାଇସ୍‌ଜେଟ୍‌

ନୂଆଦିଲ୍ଲୀ,୩-୬: ଘରୋଇ ଏୟାରଲାଇନ୍ସ କମ୍ପାନୀ ସ୍ପାଇସ୍‌ଜେଟ୍‌ ଆର୍ଥିକ ସଙ୍କଟ କାରଣରୁ ବନ୍ଦ ହୋଇଯାଇଥିବା ଜେଟ୍‌ ଏୟାରଓ୍ବେଜ୍‌ର ୨୦୦୦ କର୍ମଚାରୀଙ୍କୁ ନିଯୁକ୍ତି ଦେବ। ସ୍ପାଇସ୍‌ଜେଟ୍‌ ସିଏମ୍‌ଡି ଅଜୟ...

ଭର୍ଚୁଆଲ ମିଟ୍‌ରେ ଦେଖାଦେଲେ ଜ୍ୟାକ୍‌ ମା

ନୂଆଦିଲ୍ଲୀ: ପ୍ରାୟ ୩ ମାସ ଆତ୍ମଗୋପନ ରହିବା ପରେ ଆଲିବାବାର ପ୍ରତିଷ୍ଠାତା ଜ୍ୟାକ୍‌ ମା ପୁଣି ଥରେ ଏକ ଭର୍ଚୁଆଲ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିବା ଜଣାପଡ଼ିଛି।...

ଲଣ୍ଡନ ହାଇକୋର୍ଟରେ ଆବେଦନ ଖାରଜ;ଜାମିନ ପାଇବାରେ ନୀରବ ୪ର୍ଥ ଥର ବିଫଳ

ଲଣ୍ଡନ,୧୩-୬: ପିଏନ୍‌ବି ମହାଦୁର୍ନୀତି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ବୁଧବାର ଲଣ୍ଡନ ହାଇକୋର୍ଟରୁ ଜୋରଦାର ଝଟକା ଲାଗିଛି। ବିଚାରପତି...

Advertisement
Archives

Model This Week