୪୦ ଦିନ ପରେ ଆମାଜନ ଜଙ୍ଗଲରୁ ଜୀବିତ ଉଦ୍ଧାର ହେଲେ ୪ ପିଲା, ବିମାନ ଦୁର୍ଘଟଣାରେ ଥିଲେ ନିଖୋଜ

ବଗୋଟା,୧୦।୬: ମେ’୨ରେ ଆମାଜନ ଜଙ୍ଗଲରେ ଘଟିଥିବା ଏକ ବିମାନ ଦୁର୍ଘଟଣାରେ ବର୍ତ୍ତିଯାଇଥିବା ୪ ଜଣ ପିଲା ୪୦ ଦିନ ପରେ ଆମାଜନ ଜଙ୍ଗଲରୁ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ତେବେ ଆମାଜନ ଜଙ୍ଗଲରୁ ଉଦ୍ଧାର ହୋଇଥିବା ପିଲାମାନଙ୍କର ବୟସ ଯଥାକ୍ରମେ ୧୩, ୯, ୪ ଏବଂ ଏକ ନବଜାତ ଶିଶୁ ରହିଛନ୍ତି। ସମସ୍ତେ ଜୀବୀତ ଥିବା ବେଳେ ଦୁର୍ବଳ ହୋଇ ଯାଇଥିବାରୁ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।

କଲମ୍ବିଆର ରାଷ୍ଟ୍ରପତି ଗୁସ୍ତାବୋ ପେଟ୍ରୋ ଶୁକ୍ରବାର ସୂଚନା ଦେଇଛନ୍ତି ଯେ, ଉଦ୍ଧାରକାରୀ ଟିମ୍‌ ୪ ଜଣ ପିଲାଙ୍କୁ ଆମାଜନ ଜଙ୍ଗଲରୁ ଉଦ୍ଧାର କରିଛନ୍ତି। ଏହି ସମସ୍ତ ପିଲାମାନେ ୪୦ ଦିନ ପୂର୍ବରୁ ଘଟିଥିବା ବିମାନ ଦୁର୍ଘଟଣାର ଶିକାର ହୋଇଥିଲେ।

ମେ ୧ ତାରିଖରେ ୭ ଜଣଙ୍କୁ ଧରି ଯାଉଥିବା ଗୋଟାଏ କ୍ଷୁଦ୍ର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନର ଭଗାଂବଶେଷ ସହ ୩ ଜଣଙ୍କ ମୃତଦେହକୁ ଠାବ କରାଯାଇଥିବା ବେଳେ ନିଖୋଜ ଥିବା ଏହି ୪ ଭାଇଭଉଣୀଙ୍କ ସନ୍ଧାନ ମିଳି ପାରି ନ ଥିଲା। ଏହାପରେ ସେମାନଙ୍କ ସନ୍ଧାନ ପାଇଁ ଏକ ଟିମ ଗଠନ କରାଯାଇ ସନ୍ଧାନ କରାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ…

ମନର ଭାବନାକୁ ପାର୍ଟନରଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରିବାର ଦିନଟିଏ…

ପ୍ରତିବର୍ଷ ଫେବୃଆରୀ ୮ରେ ବିଶେଷକରି ଯୁବପିଢ଼ି ପାଳନ କରିଥାନ୍ତି ପ୍ରପୋଜ ଡେ’। ଭାଲେଣ୍ଟାଇନ୍ସ ଉଇକ୍‌ର ଦ୍ୱିତୀୟ ଦିନ ହେଉଛି ପ୍ରପୋଜ ଡେ’। ଏହି ଦିନଟି ନିଜର ଭାବନାକୁ…

T20 World Cupରେ ସବୁଠାରୁ ଦ୍ରୁତତମ ଅର୍ଦ୍ଧଶତକ କଲେ ଶିମରନ ହେଟମାୟାର, ଭାଙ୍ଗିଲା କ୍ରିସ ଗେଲଙ୍କ ୧୬ ବର୍ଷ ପୁରୁଣା ରେକର୍ଡ

ନୂଆଦିଲ୍ଲୀ,୬।୨: 2026 T20 World Cupର ଦ୍ୱିତୀୟ ମ୍ୟାଚ ୱେଷ୍ଟଇଣ୍ଡିଜ ଏବଂ ସ୍କଟଲାଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚରେ ଶିମରନ ହେଟମାୟାର କ୍ରିସ ଗେଲଙ୍କ ୧୬ ବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri