ଆମାଜନ ଦେଲା ବଡ ଝଟକା, ପ୍ରାଇମ୍‌ ୟୁଜର୍ସଙ୍କୁ କରିବାକୁ ହେବ ମହଙ୍ଗା ରିଚାର୍ଜ

ନୂଆଦିଲ୍ଲୀ,୧୬।୫: ଉପଭୋକ୍ତାମାନଙ୍କୁ ଏକ ବଡ଼ ଝଟକା ଦେବା ପାଇଁ ଆମାଜନ ପ୍ରାଇମ ଭିଡିଓ ପ୍ରସ୍ତୁତ ହେଉଛି, କାରଣ ଆଗାମୀ ଦିନରେ ଆମାଜନ ପ୍ରାଇମ ବ୍ୟବହାରକାରୀଙ୍କୁ ଭଲ ବିଷୟବସ୍ତୁ ଦେଖିବା ପାଇଁ ଅଧିକ ଦେୟ ଦେବାକୁ ପଡିପାରେ। ପ୍ରକୃତରେ କଥା ହେଉଛି ଡଲବି ଭିଜନ ଏଚଡିଆର ଏବଂ ଡଲବି ଆଟମୋସ ସରାଉଣ୍ଡ ସାଉଣ୍ଡ ସପୋର୍ଟ ଆମାଜନ ପ୍ରାଇମ ବେସ ସବସ୍କ୍ରିପସନ ସହିତ ପ୍ରଦାନ କରାଯିବ ନାହିଁ । ଅର୍ଥାତ୍‌ ଯଦି ଆପଣ ଆମାଜନ ପ୍ରାଇମ ଭିଡିଓ ପାଇଁ ଡଲବି ଆଟମୋସ ଏବଂ ଡଲବି ଆଟମୋସ ସରାଉଣ୍ଡ ସପୋର୍ଟ ଚାହୁଁଛନ୍ତି, ତେବେ ଆପଣଙ୍କୁ ଏକ ମହଙ୍ଗା ରିଚାର୍ଜ କରିବାକୁ ପଡିବ। ଗତ ମାସରେ ଆମାଜନ ପକ୍ଷରୁ ଏହି ବେସ୍‌ ସବସ୍କ୍ରିନଶନରେ ବିଜ୍ଞାପନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟ କରିବାକୁ ଯାଉଥିଲେ, ସକାଳୁ ଘଟିଲା ବଡ଼ ଦୁର୍ଘଟଣା

ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡକୋଦଣ୍ଡା ଛକ ନିକଟରେ ରବିବାର ସକାଳେ ଏକ ଡାଲା ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଗୋପାଳ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ କମର୍ସିଆଲ LPG ସିଲିଣ୍ଡର…

ନୂଆଦିଲ୍‌ଲୀ,୧୫।୩: ରାଜ୍ୟ ସରକାର ଏଲପିଜି ସଙ୍କଟ ଭିତରେ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ବାଣିଜି୍ୟକ ସିଲିଣ୍ଡର ବଣ୍ଟନ ପାଇଁ ଏକ ନୀତି ଜାରି କରିଛନ୍ତି। ଏହି ନୀତି…

ସ୍ତ୍ରୀ, ବୋହୂ ,ନାତୁଣୀଙ୍କୁ ହତ୍ୟା ଘଟଣା : ମେଡିକାଲରେ ଅଭିଯୁକ୍ତଙ୍କ ମୃତ୍ୟୁ 

ଦେବଗଡ଼,୧୫।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ସେ ବିଷ ଖାଇ ଗୁରୁତର ଥିବାରୁ ବୁର୍ଲା ମେଡିକାଲରେ …

ସୁଯୋଗରୁ ଫାଇଦା

ନଭେମ୍ୱର ୪, ୨୦୧୩ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ୧୨୦ରୁ ଅଧିକ ଭାରତୀୟ ଦୂତାବାସର ମୁଖ୍ୟମାନଙ୍କ ସହ କଥା ହୋଇ ତାଙ୍କ ବୈଦେଶିକ ନୀତିକୁ ସ୍ପଷ୍ଟ କରୁଥିବା…

ଆମେରିକା ସାମରିକ ଘାଟି ନିକଟରେ ଉ.କୋରିଆର ୧୦ ମିସାଇଲ ମାଡ଼, ଥରିଲେ ଟ୍ରମ୍ପ!

ସିଓଲ,୧୫ା୩: ଇରାନ୍‌ ଉପରେ ଆମେରିକାର ଘନ ଘନ ଆକ୍ରମଣ ଭିତରେ ଉତ୍ତର କୋରିଆ ପୂର୍ୱ ସାଗର ଉପକୂଳରେ ଆମେରିକାର ସେନା ଘାଟି ନିକଟରେ ୧୦ କ୍ଷେପଣାସ୍ତ୍ର ମାଡ଼…

ସେନା ପଠାଇଲା ଆମେରିକା, ଏବେ ବିଶ୍ୱଯୁଦ୍ଧ ଥୟ!

ଓ୍ୱାଶିଂଟନ୍‌ ,୧୫ା୩: ଇରାନ୍‌ର ଖାର୍ଗ ଦ୍ୱୀପ ଉପରେ ଆମେରିକାର ଆକ୍ରମଣ ପରେ ଇରାନ୍‌ ଆହୁରି ପ୍ରତିଶୋଧ ପରାୟଣ ହୋଇପଡ଼ିଛି। ପୂର୍ୱରୁ ଆମେରିକା ଉପରେ ପରୋକ୍ଷରେ ଚାପ ସୃଷ୍ଟି…

ଆଜିଠୁ ୪ ଦିନ ଝଡ଼ବର୍ଷା

ଭୁବନେଶ୍ୱର, ୧୫ା୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାବେଳେ ଶନିବାର ୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡାରେ ସର୍ୱାଧିକ ତାପମାତ୍ରା…

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri