ଆମେଜନରେ ପୁଣି ଛଟେଇ, ଏଥର ୯ହଜର କର୍ମଚାରୀଙ୍କୁ ଦେଖାଇଲେ ବାହାରର ରାସ୍ତା

ନୂଆଦିଲ୍ଲୀ,୨୧ ।୩: ଆମେଜନ ପକ୍ଷରୁ ପୁଣିଥରେ ଛଟେଇ ଖବର ସାମ୍ନାକୁ ଆସିଛି । ଆମେଜନ ତା’ର ଭିନ୍ନ ଭିନ୍ନ ଡିପାର୍ଟମେଣ୍ଟରୁ ପ୍ରାୟ ୯୦୦୦ ଲୋକଙ୍କୁ ଛଟେଇ କରିବାକୁ ପ୍ରସ୍ତୁତ ହୋଇଛି । ଅଧିକାଂଶ କର୍ମଚାରୀଙ୍କ ଛଟେଇ ୱେବ ସର୍ଭିସେସ, ପିପୁଲ, ଏକ୍ସପିରିୟନ୍ସ, ଆଡଭର୍ଟାଇଜିଂ ଟିସ୍ୱିଚରେ କରାଯିବ । ଆମେଜନର ସିଇଓ ଏଣ୍ଡି ଜୈସି କର୍ମଚାରୀଙ୍କୁ ପଠାଯାଇଥିବା ମେମୋରେ ଛଟେଇକୁ ନେଇ ଏହା କହିଛନ୍ତି । ସେ କହିଛନ୍ତି ଦୀର୍ଘଦିନ ଧରି କମ୍ପାନୀର ସଫଳତା ପାଇଁ ଏହା କରିବା ଜରୁରୀ ଥିଲା ।

ଏହାପୂର୍ବରୁ ବି ନଭେମ୍ବର ୨୦୨୨ରେ ଆମେଜନ ତା’ର ବିଭିନ୍ନ ବିଭାଗରୁ ପ୍ରାୟ ୧୮,୦୦୦ କର୍ମଚାରୀଙ୍କୁ ଛଟେଇ କରିଥିଲା । ଏହି ଛଟେଇ ଫଳରେ ଗ୍ରେଡ ୧ରୁ ଗ୍ରେଡ ୭ ପର୍ଯ୍ୟନ୍ତ ସମସ୍ତ ବିଭାଗର କର୍ମଚାରୀ ପ୍ରଭାବିତ ହୋଇଥିଲେ । ଆମେନର ମ୍ୟାନେଜରଙ୍କୁ କର୍ମଚାରୀଙ୍କ ପରଫରମାନ୍ସକୁ ଷ୍ଟଡି କରିବାକୁ କୁହାଯାଇଥିଲା । ସାରା ବିଶ୍ୱରେ ଆମେଜନର ୧୫ ଲକ୍ଷ କର୍ମଚାରୀ ରହିଛନ୍ତି । ଯେଉଁ କର୍ମଚାରୀଙ୍କୁ ଛଟେଇ କରାଯାଉଛି ସେମାନଙ୍କୁ ୨୪ ଘଣ୍ଟା ପୁର୍ବରୁ ନୋଟିସ ଓ ସେଭେରେଂସ ପେ ଦିଆଯିବ । ଏହ ଆମେଜନ ଇତିହାସରେ ପଞ୍ଚମ ଥର ଲାଗି ସବୁଠାରୁ ବଡ ଛଟେଇ ।


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri