କ୍ରିକେଟରୁ ସନ୍ନ୍ୟାସ ନେଇ ରାଜନୀତିକୁ ବାଛିଥିଲେ, ମାତ୍ର ୯ ଦିନରେ ଦଳରୁ ଇସ୍ତଫା ଦେଇ ଚମକାଇଲେ ଧୋନୀଙ୍କ ବନ୍ଧୁ…

ଅମରାବତୀ,୬।୧: ପୂର୍ବତନ ଭାରତୀୟ କ୍ରିକେଟର ଅମ୍ବାତି ରାୟୁଡ଼ୁ ଡିସେମ୍ବର ୨୮ରେ ବଡ଼ ନିଷ୍ପତ୍ତି ନେଇଥିଲେ। ସମସ୍ତ ପ୍ରକାର କ୍ରିକେଟରୁ ଅବସର ଘୋଷଣା କରି ସେ ରାଜନୀତିରେ ପାଦ ରଖିବେ ବୋଲି କହିଥିଲେ।  ସେ ଆନ୍ଧ୍ରପ୍ରଦେଶର ଶାସକ ଦଳ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟିରେ ମଧ୍ୟ ଯୋଗଦେଇଥିଲେ। ହେଲେ ମାତ୍ର ୯ ଦିନ ପରେ ରାୟୁଡ଼ୁ ଶନିବାର ହଠାତ ଦଳରୁ ଇସ୍ତଫା ଦେଇଛନ୍ତି।
ରାଜନୀତିରୁ ଦୂରେଇ ରହିବାକୁ ନିଷ୍ପତ୍ତି ନେଇଥିବା ନେଇ ରାୟୁଡ଼ୁ ସୋସିଆଲ ମିଡିଆରେ ପୋଷ୍ଟ ଲେଖି ଜଣାଇଛନ୍ତି। ଏକ୍ସରେ ସେ ଲେଖିଛନ୍ତି, ‘ମୁଁ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ଛାଡ଼ିବାକୁ ନିଷ୍ପତ୍ତି ନେଇଛି। କିଛି ଦିନ ଯାଏ ରାଜନୀତିରୁ ଦୂରରେ ରହିବାକୁ ଚାହୁଁଛି। ଆଗାମୀ ଦିନରେ କିଛି ନୂଆ କଲେ ଅପ୍‌ଡେଟ୍‌ ଦେବି। ’

କହିରଖୁଛୁ, ରାୟୁଡୁ ଗତ ବର୍ଷ ଆଇପିଏଲ୍‌ ପରେ ଭାରତୀୟ କ୍ରିକେଟରୁ ସନ୍ନ୍ୟାସ ନେବାକୁ ନିଷ୍ପତ୍ତି ନେଇଥିଲେ। ସେ ନିଜର ଦମଦାର ବ୍ୟାଟିଂ ଯୋଗେ ଚେନ୍ନାଇ ସୁପର କିଙ୍ଗ୍ସକୁ ଚାମ୍ପିୟନ କରାଇବାରେ ପ୍ରମୁଖ ଭୂମିକା ତୁଲାଇଥିଲେ। ଫାଇନାଲରେ ମଧ୍ୟ ସେ ଲଢ଼ୁଆ ବ୍ୟାଟିଂ କରିଥିଲେ। ହେଲେ ଜାତୀୟ ଦଳରୁ ସେ ବାହାରେ ରହୁଥିବାରୁ ସେ ୨୦୧୯ରେ ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କହି ଆଇପିଏଲ୍‌ ଖେଳୁଥିଲେ। ସେଠାରୁ ସନ୍ନ୍ୟାସ ନେବା ପରେ ରାଜନୀତିକୁ ଆସି ନିର୍ବାଚନ ଲଢ଼ିବେ ବୋଲି ଅନୁମାନ କରାଯାଉଥିଲା। ଡିସେମ୍ବର ୨୮ରେ ତାହା ସତ ହୋଇଥିଲା। ହେଲେ ସେ କିଛି ଦିନ ମଧ୍ୟରେ ରାଜନୀତିରୁ ଦୂରରେ ରହିବା ନିଷ୍ପତ୍ତି ନେବା ସମସ୍ତଙ୍କୁ ଚକିତ କରିଛି।

Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri