ଭୁବନେଶ୍ୱର,୧୭।୬: ଅନଲାଇନ୍ରେ ବୁକ କରି ହେବ ଆମ୍ବୁଲାନ୍ସ । ଏ ନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି। ଓଡ଼ିଶା ଯାତ୍ରୀ ଆପ୍ରେ ଯୋଡ଼ି ହେବେ ଆମ୍ବୁଲାନ୍ସ। ଅଟୋ ଟ୍ୟାକ୍ସି ପରେ ଆମ୍ବୁଲାନ୍ସ ବି ଯୋଡ଼ା ଯିବ।
ଏ ନେଇ ଖୁବ୍ଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବ ବୋଲି ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି।