ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଖଣ୍ଡଗିରିରୁ ଏମ୍ସ ଯାଏଁ ହେବ ସ୍ବତନ୍ତ୍ର ଆମ୍ବୁଲାନ୍ସ କରିଡର ।

ବୈଠକରେ  ଖଣ୍ଡଗିରିରୁ କଳିଙ୍ଗନଗର ଯାଏ ୩ ଲେନ ସର୍ଭିସ ରୋଡ ପାଇଁ ନିଷ୍ପତ୍ତି ହୋଇଛି । ଏହା ମଧ୍ୟରୁ ଗୋଟିଏ ଲେନ୍‌ ଆମ୍ବୁଲାନ୍ସ ପାଇଁ ରିଜର୍ଭ ରହିବ । ଏମ୍ସକୁ ସ୍ୱତନ୍ତ୍ର ଆମ୍ବୁଲାନ୍ସ କରିଡର ପାଇଁ ଏମ୍ସ ନିର୍ଦ୍ଦେଶକ ଅନୁରୋଧ କରିଥିଲେ । ତେବେ ଜଣେ ଖଣ୍ଡଗିରି ଛକ ଅତିକ୍ରମ କରିବା ପରେ ସିଧାସଳଖ ଏମ୍ସରେ ପହଞ୍ଚିପାରିବେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟକ୍‌: ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ,୨୬।୩: ଆନ୍ଧ୍ରପ୍ରଦେଶର ମାର୍କାପୁରମ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦଶ ଜଣ ପ୍ରାଣ ହରାଇଛନ୍ତି। ରାୟାବରମ ନିକଟରେ କାଠ ଖଣି ନିକଟରେ ଏକ…

ଇରାନରୁ ଖୋଲାଖୋଲି LPG କିଣିଲା ଭାରତ, ଟ୍ରମ୍ପ ଦେଖି କାବା!

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ରେ ବର୍ତ୍ତମାନ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ଯୁଦ୍ଧର ଭୟ ମଧ୍ୟରେ, ଭାରତ ଏହାର ଘରୋଇ ରନ୍ଧନ ଗ୍ୟାସ ଆବଶ୍ୟକତା ପୂରଣ କରିବା…

ଅହିଂସା ଓ ଅସ୍ପୃଶ୍ୟତା

ଅହିଂସାକୁ ହିନ୍ଦୁଧର୍ମରେ ଶ୍ରେଷ୍ଠ ସଦାଚାର ବା ଗୁଣ ବୋଲି ବିବେଚନା କରାଯାଏ। ଏହା ସଦାଚାରୀ ସନ୍ନ୍ୟାସୀ, ଦୟାଶୀଳ ଋଷି ତଥା ଶ୍ରେଷ୍ଠ ନୈତିକ ଜୀବନର ଭାବମୂର୍ତ୍ତିକୁ ପରିପ୍ରକାଶକରେ।…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ମୋଦି ବିଶ୍ୱର ସବୁଠୁ ଲୋକପ୍ରିୟ ନେତା

ନୂଆଦିଲ୍ଲୀ ,୨୬ା୩: ବିଶ୍ୱର ଲୋକପ୍ରିୟ ନେତା ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ବି ସବୁଠୁ ଆଗରେ ରହିଛନ୍ତି। ଗତ ବର୍ଷ ତୁଳନାରେ ତାଙ୍କର ଲୋକପ୍ରିୟତା ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri