ଚାଲି ଚାଲି ଆସିଲେ ଗର୍ଭବତୀ: ରାସ୍ତା ନ ଥିବାରୁ ଆସିପାରିଲାନି ଆମ୍ବୁଲାନ୍ସ

ତେଲକୋଇ,୨୨।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ଜଗମୋହନପୁର ପଞ୍ଚାୟତର ଟୁଙ୍ଗୁରୁବାହାଳ ଜୁଆଙ୍ଗ ବସ୍ତିର ଜଣେ ଗର୍ଭବତୀଙ୍କୁ ଏକ କି.ମି. ଚାଲିଚାଲି ଆସିବାକୁ ପଡିଛି। ଉକ୍ତ ବସ୍ତିକୁ ରାସ୍ତା ନ ଥିବା ଯୋଗୁଁ ଆମ୍ବୁଲାନ୍ସ ପହଞ୍ଚିପାରି ନ ଥିଲା। ଏଥିଯୋଗୁ ଆଶା ଦିଦି ଓ ପରିବାର ଲୋକେ ତାଙ୍କୁ ବହୁକଷ୍ଟର ଆମ୍ବୁଲାନ୍ସ ପାଖରେ ପହଞ୍ଚାଇଥିଲେ। ଏବେ ସମ୍ପୃକ୍ତ ମହିଳା ତେଲକୋଇ ସ୍ବାସ୍ଥ କେନ୍ଦ୍ରରେ ଚିକିତ୍ସାଧନ ଅଛନ୍ତି। ଟୁଙ୍ଗୁରୁବାହାଳ ଗ୍ରାମରୁ ଜୁଆଙ୍ଗ ସାହିର ଦୂରତା ୨ କି.ମି। ୨ ବଷ ପୂର୍ବରୁ ଏହି ରାସ୍ତା ପାଇଁ ୧୦ ଲକ୍ଷ ଟଙ୍କା ବ୍ୟୟ କରାଯାଇ ରାସ୍ତା ନିର୍ମାଣ ପାଇଁ ଖର୍ଚ୍ଚ ହୋଇଥିଲେ ମଧ୍ୟ ଅଦ୍ୟାବଧି ରାସ୍ତା ଶେେ ହୋଇପାରି ନାହିଁ। ଏଥିାପଇଁ ଗାଁ ଲୋକଙ୍କୁ ହୀନସ୍ତା ହେବାକୁ ପଡ଼ୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?