ରାସ୍ତା ଖରାପ ଯୋଗୁ ଆସିପାରିଲାନି ଆମ୍ବୁଲାନ୍ସ, ଅଧାବାଟରେ ପ୍ରସବ କଲେ ମହିଳା

କଲ୍ୟାଣସିଂପୁର,୧୦।୯( ଦୀପକ କୁମାର ପରିଡ଼ା ): ରାୟଗଡା ଜିଲା କଲ୍ୟାଣସିଂପୁର ବ୍ଲକରେ ଆଜି ପୁଣି ଏକ ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ରାସ୍ତା କାଦୁଅ ଥିବାରୁ ଆମ୍ବୁଲାନ୍ସ ଆସିପାରିଲା ନାହିଁ। ଅଧା ବାଟରେ ପ୍ରସବ କରିଲେ ମହିଳା । ଏହିଭଳି ଘଟଣା ଘଟିଛି ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ଚଞ୍ଚଡା ସାହି ସୁନିଲ ପ୍ରାସ୍କାଙ୍କ ସ୍ତ୍ରୀ ବନିତା ପ୍ରାସ୍କାଙ୍କର ଆଜି ରାତି ୩.୧୫ ଡେଲିଭରି ପେନ୍‌ ହୋଇଥିଲା। ଆମ୍ବୁଲାନ୍ସକୁ ସଙ୍ଗେସଙ୍ଗେ ଯୋଗାଯୋଗ କରିଥିଲେ। ଆମ୍ବୁଲାନ୍ସ ପହଞ୍ଚିଥିଲେ ସୁଦ୍ଧା ଗ୍ରାମକୁ ରାସ୍ତା ନଥିବାରୁ ଯାଇ ପାରିନଥିଲା। ବାଟରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ ବୋଲି ଆଶା ଦିଦି ନବୀନା ଦ୍ୱୀପ ପ୍ରକାଶ କରିଛନ୍ତି। ବର୍ତ୍ତମାନ ମା ଝିଅ କଲ୍ୟାଣସିଂହପୁର ଗୋଷ୍ଠୀ ସାସ୍ଥ୍ୟ କେନ୍ଦ୍ରରେ ଅଛନ୍ତି। ଉଭୟ ସୁସ୍ଥ ଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ବିପଦରେ ଲଣ୍ଡନ, ପ୍ୟାରିସ, ବର୍ଲିନ: ଚେତାଇଲା IDF, ଘନ ଘନ ମିସାଇଲ ମାଡ଼ରେ… 

ଜେରୁଜେଲାମ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଥିବା ବେଳେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF) ଇରାନର ବଢୁଥିବା ସାମରିକ ଶକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

୬ଟା ଯୁଦ୍ଧ ଜାହାଜ ପଠାଇଲା ଚାଇନା, ଛାନିଆ ହେଲେ ଟ୍ରମ୍ପ!

ବେଜିଂ,୨୨।୩: ତାଇୱାନର ଜାତୀୟ ପ୍ରତିରକ୍ଷା ମନ୍ତ୍ରଣାଳୟ (MND) ରବିବାର (ସ୍ଥାନୀୟ ସମୟ) ସକାଳ 6:00 ଟାରେ ତାଇୱାନର ଆଞ୍ଚଳିକ ଜଳସୀମା ନିକଟରେ ଛଅଟି ଚାଇନା ନୌସେନା ଜାହାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri