ଟ୍ରକ ପଛକୁ ଧକ୍କା ଦେଲା ଆମ୍ବୁଲାନ୍ସ: ଜଣେ ମୃତ, ୫ ଗୁରୁତର

ବାଲେଶ୍ୱର ଅଫିସ:୨୭।୧୨: ବାଲେଶ୍ୱର ଜିଲା ୧୬ ନମ୍ବର ଜାତୀୟ ରାଜପଥ ଆମ୍ବଳିଅଠା ନିକଟରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ ପଛକୁ ଏକ ଆମ୍ବୁଲାନ୍ସ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୫ଜଣ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ଜଳେଶର ଜିକେ ଭଟ୍ଟର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତ ଏବଂ ଆହତମାନେ ପଶ୍ଚିମବଙ୍ଗ ଅଞ୍ଚଳର ବୋଲି ଜଣାପଡ଼ିଛି।

ମିଳିଥିବା ସୂଚନା ମୁତାବକ, ପଶ୍ଚିମବଙ୍ଗ ମେଦିନୀପୁର ଜିଲା କେଶପୁର ଅଞ୍ଚଳର ଇରସାଦ ଖାଁ ନାମକ ଜଣେ ଯୁବକ ଡାଇଲେସିସ କରାଇବା ପାଇଁ ପରିବାର ଲୋକେ ଭୁବନେଶ୍ୱର ଏମ୍ସ ହସ୍ପିଟାଲ ଆସିଥିଲେ। ଚିକିତ୍ସା ସାରି ଫେରୁଥିବା ବେଳେ ଜଳେଶର ଥାନା ୧୬ ନମ୍ବର ଜାତୀୟ ରାଜପଥ ଆମ୍ବଳୀଅଠା ନିକଟରେ ଆମ୍ବୁଲାନିଟି ଭାରସାମ୍ୟ ହରାଇ ଆଗରେ ଯାଉଥିବା ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ଇରସାଦଙ୍କ ମୃତ୍ୟୁ ଘଟିଥିଲା। ଡ୍ରାଇଭରଙ୍କ ସମେତ ଅନ୍ୟ ୫ଜଣ ଗୁରୁତର ଆହତ ହୋଇଛନ୍ତି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ଧରିତ୍ରୀ’ ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri