ଆସିପାରିଲାନି ଆମ୍ବୁଲାନ୍ସ: ଆଖିବୁଜିଲେ ପ୍ରସୂତି, ନବଜାତ ଗୁରୁତର

ଦଶପଲ୍ଲା,୨୬ା୫: ନୟାଗଡ଼ ଜିଲା ଦଶପଲ୍ଲାର ବାଣୀଗୋଚ୍ଛା ଥାନା କଣପାଜୁ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଆମ୍ବୁଲାନ୍ସ ଆସି ନ ପାରିବାରୁ ମହିଳା ଜଣକ ଘରେ ପ୍ରସବ କରିଥିଲେ। ଏହା ପରେ ମହିଳାଙ୍କ ସ୍ବାସ୍ଥ୍ୟ ବିଗିଡ଼ି ଯାଇଥିଲା। ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା ବେଳେ ନବଜାତ ଶିଶୁ ଗୁରୁତର ଅବସ୍ଥାରେ ଦଶପଲ୍ଲା ଡାକ୍ତରଖାନାରେ ଚିକିତ୍ସିତ ହେଉଛି। ରାସ୍ତା ନ ଥିବାରୁ ଆମ୍ବୁଲାନ୍ସଟି ଗାଁ ଭିତରକୁ ଆସି ପାରି ନ ଥିଲା। ଫଳରେ ଡାକ୍ତରଖାନା ନେବାରେ ବିଳମ୍ବ ହେବାରୁ ପ୍ରସୂତିଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri