୧୧ ଟଙ୍କାରେ ମିଳିବ ଆମ୍ବୁଲାନ୍ସ ସେବା

ସମ୍ବଲପୁର,୨୧ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଭିନ୍ନ ଅନୁଷ୍ଠାନ, ସମାଜିକ କର୍ମୀଙ୍କ ପକ୍ଷରୁ ଲୋକଙ୍କୁ ସହାୟତା କରାଯାଉଛି। ଏହି ଧାରାରେ ସାମିଲ ହୋଇଛି ସମ୍ବଲପୁରର ‘ସାଥୀ’ ଚାରିଟେବୁଲ ଟ୍ରଷ୍ଟ। ଟ୍ରଷ୍ଟ ପକ୍ଷରୁ ମାତ୍ର ୧୧ ଟଙ୍କାରେ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଛି। ଟ୍ରଷ୍ଟକୁ ଆମ୍ବୁଲାନ୍ସ ଦାନ କରିଥିବା ଶତ୍ରୁଘନ ଲାଲ ସାହା ଉଦ୍‌ଘାଟନ କରିବା ପରେ ମ୍ୟୁନିସିପାଲିଟି ଛକରେ ଏହା ଗଡିଥିଲା। ପୂର୍ବତନ ଉପନଗରପାଳ ସିଦ୍ଧାର୍ଥ ସାହା ଏହାର ପରିଚାଳନା କରିବେ। ଧନୀ ଗରିବ ସମସ୍ତ ଶ୍ରେଣୀର ରୋଗୀ ଏହାର ସୁବିଧା ନେଇପାରିବେ। ଆମ୍ବୁଲାନ୍ସ ଆବଶ୍ୟକ କରୁଥିବା ରୋଗୀ କିମ୍ବା ସମ୍ପର୍କୀୟ ମୋବାଇଲ ନଂ.୮୬୫୮୮୨୯୯୦୯ ଓ ୯୧୭୮୧୭୧୯୯୯ରେ ଯୋଗାଯୋଗ କରିପାରିବେ ବୋଲି ସେ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡ. ଅରୁଣ ଡାଲମିଆ, ବବି ଆରୋରା, ଶ୍ୟାମ ସୁନ୍ଦର ଅଗ୍ରୱାଲ, ଡ. ବିଶ୍ୱ ରଞ୍ଜନ ପୂଜାରୀ, ଭଗତ ଶର୍ମା, ରାଜା ମିତ୍ର, ଜାଫର ଖାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଗଣତି ପାଇଁ ସରିଲା ପ୍ରସ୍ତୁତି: ମୋଟ୍‌ ୧୬ ଟେବୁଲ ପାଇଁ କର୍ମଚାରୀ ନିୟୋଜିତ

ଅନୁଗୋଳ ଅଫିସ, ୨୨।୫- ଅନୁଗୋଳ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ୨୩ ତାରିଖର ଭୋଟ ଗଣତି ପାଇଁ ଆବଶ୍ୟକ କାଉଣ୍ଟିଂ ସୁପରଭାଇଜର, କାଉଣ୍ଟିଂ ଆସିଷ୍ଟାଣ୍ଟ, ଅଣୁ...

ଛାତ୍ରୀ ଅପହରଣ, ବଳାତ୍କାର ମାମଲା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୧ା୨: ସ୍ବତନ୍ତ୍ର ଫାଷ୍ଟ ଟ୍ରାକ କୋର୍ଟ ବିଚାରପତି ଗଣେଶ୍ୱର ପତି ଶୁକ୍ରବାର ଏକ ବଳାତ୍କାର ମାମଲାର ଶୁଣାଣି କରିଛନ୍ତି। ଉପଯୁକ୍ତ ପ୍ରମାଣ ଅଭାବରୁ ସେ...

ତାଳକଣି ଗାଁରେ ବାଘ ଆତଙ୍କ

ରଣପୁର,୧୧।୮(ସ୍ବ.ପ୍ର.)-ନୟାଗଡ ଜିଲା ରଣପୁର ବନବିଭାଗ ଅନ୍ତର୍ଗତ ତାଳକଣି ଗାଁରେ ଶନିବାର ବାଘ ଆତଙ୍କ ସୃଷ୍ଟି ହୋଇଛି। ଗ୍ରାମ ନିକଟସ୍ଥ ଛାଟକୁମ୍ଭ ପାହାଡ ପାଖ ମଇଁଷି ଖୋଲ...

ଖିରିସାହି ସମୁଦ୍ର କୂଳରେ ଆଣ୍ଡାମାନ ବୋଟ

କୃଷ୍ଣପ୍ରସାଦ, ୨୫।୧୦(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଖିରିସାହି ସମୁଦ୍ର କୂଳରେ ଆଣ୍ଡାମାନର ଏକ ବୋଟ ଲାଗିଛି। ବୋଟରେ ଥିବା ଜଣେ କର୍ମଚାରୀଙ୍କୁ ସ୍ଥାନୀୟ ଗ୍ରାମବାସୀ...

ବିଜେଡି-ଭାଜପାର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ

ପଦ୍ମପୁର,୧୯।୧୧(ଡି.ଏନ.ଏ.): ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ। ଏନେଇ ରାଜନୀତି ସରଗରମ ରହିଛି। ୩ ପ୍ରମୁଖ ଦଳ ପକ୍ଷରୁ ପ୍ରଚାର ଜୋରଦାର ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ...

ଗଙ୍ଗାଧର ମେହେର ଜୁନିୟର କଲେଜ ସ୍ଥାନାନ୍ତର, ବିଭାଜନକକୁ ବିରୋଧ

ସମ୍ବଲପୁର, ୨୭।୫ (ବ୍ୟୁରୋ): ଗଙ୍ଗାଧର ମେହେର ଜୁନିୟର କଲେଜକୁ ଅନ୍ୟତ୍ର ସ୍ଥାନାନ୍ତର ଓ ବିଭାଜନକୁ ବିରୋଧ କରାଯାଇଛି । ସୋମବାର ଏ ନେଇ କଲେଜ ଛାତ୍ରୀଛାତ୍ର...

ଜୁନ୍‌ ପହିଲାରୁ ସମୁଦ୍ରରେ ମାଛଧରା

ଭୁବନେଶ୍ୱର,୨୯।୫ (ବ୍ୟୁରୋ): ଜୁନ୍‌ ପହିଲାରୁ ପୂର୍ବ ଉପକୂଳ ସାମୁଦ୍ରିକ ଜଳସୀମାରେ ମାଛ ଧରିପାରିବେ ମତ୍ସ୍ୟଜୀବୀ। ଏନେଇ ଅନୁମତି ଦେଇଛି ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ...

ବିନା ହେଲମେଟ୍‌ରେ ବାଇକ୍‌ ଚାଳନା, ପୋଲିସ ଏସ୍‌ଆଇଙ୍କୁ ହଜାରେ ଟଙ୍କା ଜରିମାନା

ବଲାଙ୍ଗୀର ଅଫିସ, ୪ା୩ – ମଙ୍ଗଳବାର ବିନା ହେଲମେଟ୍‌ରେ ବାଇକ୍‌ ଚଳାଉଥିବା ଜଣେ ପୋଲିସ ସବ୍‌ଇନ୍ସପେକ୍ଟର ୧ହଜାର ଟଙ୍କା ଜରିମାନା ଗଣିଛନ୍ତି ା ଏହି ଜରିମାନା...

Advertisement
Archives

Model This Week