କାଦୁଅରେ ଫସିଲା ଆମ୍ବୁଲାନ୍ସ

ପାଟଣା, ୧।୮(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣାବ୍ଲକ ଟାଙ୍ଗରପଡା ପଞ୍ଚାୟତ ଅଧୀନ ବାଲିବନ୍ଧ ଗ୍ରାମ ରାସ୍ତା ଶୋଚନୀୟ ଯୋଗୁ ରବିବାର ଏକ ଆମ୍ବୁଲାନ୍ସ କାଦୁଅରେ ଫସିି ରହିଥିଲା। ଫଳରେ ରୋଗୀଙ୍କ ନିକଟରେ ପହଞ୍ଚିବାରେ ବିଳମ୍ବ ହୋଇଥିଲା।
ସୂଚନା ଅନୁଯାୟୀ, ବାଲିବନ୍ଧ ଗ୍ରାମର ଜୟଶ୍ରୀ ଦାସ ନାମ୍ନୀ ଜଣେ ବୃଦ୍ଧାଙ୍କ ଦେହ ଅସୁସ୍ଥ ହେବାରୁ ପରିବାର ଲୋକେ ଆମ୍ବୁଲାନ୍ସକୁ ଡାକିଥିଲେ। ହେଲେ ରାସ୍ତା ଖରାପ ଥିବାରୁ ଆମ୍ବୁଲାନ୍ସଟି କାଦୁଅରେ ଫଶି ଅଧାରେ ଅଟକି ରହିଥିଲା। ଦୀର୍ଘ ୪ ଘଣ୍ଟା ପରେ ଗ୍ରାମବାସୀଙ୍କ ସହାୟତାରେ ଏକ ଟ୍ରାକ୍ଟର ଯୋଗେ କାଦୁଅରୁ ଆମ୍ବୁଲାନ୍ସକୁ ଉଠାଯାଇଥିଲା। ପରେ ଜୟଶ୍ରୀଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଡ଼ିଗଲା ଘର: ଭଗବାନ ଭରସାରେ ଭିନ୍ନକ୍ଷମ ମା’ପୁଓ

  ପାଟଣାଗଡ଼,୨୯।୪(ଡି.ଏନ.ଏ.): ପାଟଣଗଡ଼ ବ୍ଲକ ଅଧୀନ ଯୋଗୀମୁଣ୍ଡା ପଁଚେତ୍‌ ନେହେନାବନ୍ଧ ଗଁାର ଦିବ୍ୟାଙ୍ଗ ହେମ ପରାଭୁଏକଁର ଘର ଗଲା ରଏବାର ନିଅଁା ଲାଗି ପୁଡ଼ିଯାଇଛେ। ସେଥି...

କୋଭିଡ-୧୯ ଲେଖି କାଠ ଚୋରା ଚାଲାଣ

ସମ୍ବଲପୁର,୧୮ା୪(ବ୍ୟୁରୋ)-ରାଜ୍ୟ ସରକାର ଅତ୍ୟାବଶ୍ୟକ ସାମଗ୍ରୀ ନେବା ଆଣିବା ପାଇଁ ଗାଡି ଗୁଡିକୁ ପାସ୍‌ ଦେଇଛନ୍ତି। ଫଳରେ ଗାଡି ସମ୍ମୁଖରେ କୋଭିଡ- ୧୯ ଲେଖାଥିବାରୁ କେଉଁଠି ନ...

ସ୍କୁଲରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

ଜୁନାଗଡ଼,୩୧।୧: କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ଆଟିଗାଁ ସପ୍ତପଲ୍ଲୀ ବିଦ୍ୟାପୀଠରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୁତ୍ତମାନେ ସ୍କୁଲ କବାଟ ତାଲା ଭାଙ୍ଗି...

ସ୍ଥାୟୀ କର୍ମଚାରୀ ମାନ୍ୟତା ଦାବି ତେଜିଲା

ବଲାଙ୍ଗୀର ଅଫିସ, ୧୫ା୧୧: କିଛି ଦିନ ତଳେ ରାଜ୍ୟ ସରକାର ସବୁ ପ୍ରକାର ଅସ୍ଥାୟୀ ଚାକିରୀର ବିଲୁପ୍ତି ଘଟିଲା ବୋଲି ଘୋଷଣା କରିଥିଲେ। ସରକାରଙ୍କ ଏଭଳି...

ଅନ୍‌ଲାଇନରେ ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ: ୬୫ ଅଧ୍ୟାପିକା, ଅଧ୍ୟାପକ ନିଯୁକ୍ତ

କଟକ ଅଫିସ,୧।୬: ଯୁକ୍ତଦୁଇ ପରୀକ୍ଷାର ଉତ୍ତର ଖାତାଦେଖା ସୋମବାରଠାରୁ ଆରମ୍ଭ ହୋଇଛି। କେବଳ ଅନ୍‌ଲାଇନରେ ଭୁବନେଶ୍ୱର ଏବଂ କଟକରେ ଖାତା ଦେଖାଯାଉଛି। କଟକ ଲିଙ୍କ୍‌ରୋଡ଼ସ୍ଥିତ ଏକ...

ଭିସା କାରଖାନାରେ ଶ୍ରମିକ ଛଟେଇ ନୋଟିସ୍‌

କଳିଙ୍ଗନଗର,୨୪।୮(ଡି.ଏନ.ଏ)- କଳିଙ୍ଗନଗରସ୍ଥିତ ଭିସା କାରଖାରେ ଠିକା ଶ୍ରମିକଙ୍କୁ ଛଟେଇ ପାଇଁ ଶୁକ୍ରବାର କାରଖାନା କର୍ତ୍ତୃପକ୍ଷ କାରଖାନା ମୁଖ୍ୟ ଫାଟକରେ ନୋଟିସ କରିଛନ୍ତି। ଗତ ଦୁଇ ବର୍ଷ...

ରାଜରାଜେଶ୍ୱର ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ ଅଫିସ, ୭ା୧: ପବିତ୍ର ପୌଷ ପୂର୍ଣ୍ଣମୀ ଶୁକ୍ରବାର ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି। ରତ୍ନ ସିଂହାସନରେ ମହାପ୍ରଭୁ ରାଜରାଜେଶ୍ୱର ବା ସୁନାବେଶରେ ଦର୍ଶନ...

ଶାଳଚୁଆ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ଘଟଣା: ନ୍ୟାୟ ଦାବିରେ ଥାନାରେ ହୋହଲ୍ଲା

କପ୍ତିପଦା,୧୩ା୯(ଡ଼ି.ଏନ୍‌.ଏ)- କପ୍ତିପଦା ବ୍ଲକ୍‌ ଅଧୀନ ଶାଳଚୁଆ ନୂତନ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ନିବାସରେ ରହୁଥିବା ଜଣେ ୧୦ମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଦୋଷୀଙ୍କ...

Advertisement
Archives

Model This Week