ରାସ୍ତା ଜାମରେ ଫସିଲା ଆମ୍ବୁଲାନ୍ସ

କେନ୍ଦୁଝର,୧୬।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଟଣ ପଞ୍ଚାୟତ ତଳଗୁଣ୍ଡୁଳା ଗ୍ରାମର ଜଣେ ପ୍ରସୂତି ଗୁରୁତର ଅବସ୍ଥାରେ ଜନନୀ ଏକ୍ସପ୍ରେସ ଆମ୍ବୁଲାନ୍ସରେ ଜିଲା ମୁଖ୍ୟ ଡାକ୍ତରଖାନାକୁ ଆସୁଥିବାବେଳେ ଗୁରୁବାର ପୂର୍ବାହ୍ନରେ ଢାଙ୍ଗରପଡା ନିକଟ ଏନ୍‌ଏଚ୍‌ ୪୯ରେ ଅଟକିଯାଇଥିଲା।

ସୁଷମା ମିଞ୍ଜ ପ୍ରସୂତି ଯନ୍ତ୍ରଣାରେ ଛଟପଟ ହେଉଥିବାରୁ ଡାକ୍ତରଖାନାକୁ ପହଞ୍ଚାଇବା ପାଇଁ ଚାଳକ ଉଦ୍ୟମ କରିଥିଲେ ା କିନ୍ତୁ ରାସ୍ତା ଜାମ ଯୋଗୁ ଆମ୍ବୁଲାନ୍ସଟି ପାଖାପାଖି ଅଧଘଣ୍ଟା ଅଟକି ରହଥିଲା। ଏହି ରାସ୍ତାରେ ଯାଉଥିବା ସମସ୍ତ ଗାଡି ଚାଳକ ନିଜ ନିଜ ବାଟରେ ଯିବା ପାଇଁ ଉଦ୍ୟମ କରୁଥିଲେ ହେଁ ଆମ୍ଭୁଲାନ୍ସକୁ ବାଟ ଛାଡି ନ ଥିଲେ। ଫଳରେ ଆମ୍ବୁଲାନ୍ସ ଚାଳକ ଗୁଜରାଜ ଦାସ ବହୁ ଉଦ୍ୟମ କରି ମେଡିକାଲକୁ ବିଳମ୍ବରେ ଗାଡି ଆଣିଥିଲେ। ଢାଙ୍ଗରପଡା ରାସ୍ତା କଡ଼ରେ ବହୁ ସଂଖ୍ୟାରେ ଟ୍ରକ୍‌ ଓ ଅନ୍ୟାନ୍ୟ ଗାଡି ବେଆଇନ ପାର୍କିଂ କରୁଥିବାରୁ ରାସ୍ତା ସଙ୍କୁଚିତ ହୋଇପଡୁଛି। ଫଳରେ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହେଉଛି। ବିଶେଷ କରି ଆମ୍ଭୁଲାନ୍ସ ଯାତାୟାତରେ ବେଶୀ ସମସ୍ୟା ଦେଖାଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା ପୂଜା ସାମଗ୍ରୀ ଦୋକାନ

ଆଠଗଡ଼,୨୧।୦୫: କଟକ ଜିଲା ଖୁଣ୍ଟୁଣି ଥାନା ବଜାର ପେଟୋଲ ପମ୍ପ ପଛପାଖରେ ଥିବା ଏକ ପୂଜା ସାମଗ୍ରୀ ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ବିଦ୍ୟୁତ୍‌ ଶଟ ସର୍କିଟ...

ଏପିଓ ଦାୟିତ୍ୱ ସମ୍ଭାଳୁଛନ୍ତି ଜିଆର୍‌ଏସ୍‌

ନାଉଗାଁ , ୬।୨ (ସ୍ବ.ପ୍ର.): ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ମାଧ୍ୟମରେ କରାଯାଉଥିବା ବିଭିନ୍ନ କାର୍ଯ୍ୟର ସୂଚନା ଓ ତଦାରଖ ବ୍ଲକ ଏପିଓ (ଆଡିସନାଲ୍‌ ପ୍ରୋଗ୍ରାମ୍‌ ଅଫିସର୍‌) କରିଥାନ୍ତି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ...

କେରଳରୁ ଫେରି ପାରୁନାହାନ୍ତି କନ୍ଧମାଳ ଶ୍ରମିକ

ଫୁଲବାଣୀ ଅଫିସ, ୨୭ା୩- କରୋନା ପାଇଁ ସାରାଦେଶରେ ଏବେ ଲକ୍‌ଡାଉନ୍‌। ଏଭଳି ସ୍ଥିତିରେ କନ୍ଧମାଳ ଜିଲାର ଯୁବତୀ ଯୁବକ ଏବଂ ଦମ୍ପତ୍ତି ଏବେ କେରଳରେ ଫସି...

୧୦୦ କୋଟି ଖର୍ଚ୍ଚ, ଲାଭ ନାହିଁ

ଗୁଣପୁର,୨୭ା୬(ଡି.ଏନ୍‌.ଏ.): ଆନ୍ଧ୍ର ପ୍ରଦେଶର ନେରେଡିଠାରେ ବ୍ୟାରେଜ ନିର୍ମାଣକୁ ଟ୍ରିବ୍ୟୁନାଲ ନିକଟରେ ଆନ୍ଧ୍ରକୁ ସବୁଜ ସଙ୍କେତ ଦେଇଛନ୍ତି। ଏହାକୁ ନେଇ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳବାସୀଙ୍କ ମଧ୍ୟରେ...

ବିଶ୍ୱ ପରିବେଶ ଦିବସ: ବ୍ରହ୍ମକ୍ଷେତ୍ରରେ ବୃକ୍ଷରୋପଣ

ନିଶ୍ଚିନ୍ତକୋଇଲି,୫।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଜିଗ୍ନିପୁର ପଞ୍ଚାୟତ ବ୍ରହ୍ମକ୍ଷେତ୍ର ପୀଠରେ ଜୁନ୍‌ ୫ ତାରିଖରେ ବିଶ୍ୱପରିବେଶ ଦିବସ ପାଳିତ ହୋଇଛି। ଏହି ଅବସରରେ ବ୍ଲକର...

ଏମ୍‌ଏସ୍‌ଏମ୍‌ଇ ଓ ପାରାଦୀପ ବନ୍ଦରର ପ୍ରଥମ ସମନ୍ବୟ ବୈଠକ କ୍ଷୁଦ୍ର ଶିଳ୍ପୋଦ୍ୟୋଗୀଙ୍କ ପାଇଁ ବାଟ ଫିଟିବ

ପାରାଦୀପ,୧୭ା୧୨(ସ୍ବ.ପ୍ର.): ଦେଶର ଦ୍ୱିତୀୟ ବୃହତ ବନ୍ଦର ପାରାଦୀପରେ ଏବେ କେବଳ ଖଣିଜ ପଦାର୍ଥ, ଲୁହା, ଷ୍ଟିଲ ଓ କଣ୍ଟେନର ଆମଦାନୀ-ରପ୍ତାନି ହେଉଛି। କିନ୍ତୁ ଓଡ଼ିଶାର ଶିଳ୍ପୋଦ୍ୟୋଗୀଙ୍କ...

ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ରାଜ୍ୟ ଯୁବ ଶାଖାର ବୈଠକ: ‘ଚାଷୀ ବିକାଶ ନେଇ ସଂଗ୍ରାମ ଜାରି ରହିବ’

ବଅଁରପାଳ, ୨୨।୭(ଡି.ଏନ୍‌.ଏ.) ନାଲ୍‌କୋ ଏମ୍ପ୍ଲୋଇଜ ଶ୍ରମିକ ସଂଘ କାର୍ଯ୍ୟାଳୟଠାରେ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ରାଜ୍ୟ ଯୁବ ଶାଖାର କାର୍ଯ୍ୟକାରିଣୀ ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଯୁବ...

ନଦୀରେ ପକାଇଥିଲେ ଜାଲ: ମାଛ ଭାବି ଉଠାଇଲା ବେଳକୁ କୁମ୍ଭୀର

ମହାକାଳପଡ଼ା, ୨୯।୮(ଡି.ଏନ୍‌.ଏ.): ମାଛ ପାଇଁ ନଦୀରେ ପକାଇଥିଲେ ଜାଲ ହେଲେ ମିଳିଲା କୁମ୍ଭୀର। ଏଭଳି ଏକ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ। ତିଖିରି...

Advertisement
Archives

Model This Week