ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛି। ନଭେମ୍ବର ୧ରୁ କାର୍ଯ୍ୟବନ୍ଦ କରିବାକୁ ମହାସଂଘ ପକ୍ଷରୁ ଗଣମାଧ୍ୟମକୁ ଅବଗତ କରାଯାଇଛି।

ଏପରିକି ମହାସଂଘ ପକ୍ଷରୁ ୩୦ ତାରିଖରେ ଜିପିଏସ୍‌ ବନ୍ଦ କରି ଡ୍ୟୁଟି କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ୧ତାରିଖରୁ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ କରି ବଡ଼ ଧରଣର ଆନ୍ଦୋଳନ କରିବାକୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷେ କମ୍ପାନୀ ମନମାନୀ କାମ କରୁଥିବା ମହାସଂଘ ପକ୍ଷରୁ ଅଭିଯୋଗ ହୋଇଛି। କର୍ମଚାରୀଙ୍କୁ ୧୨ ଘଣ୍ଟା ଡ୍ୟୁଟି କରାଯାଉଥିବା ବେଳେ ୮ ଘଣ୍ଟାର ଦରମା ଦିଆଯାଉଛି। କର୍ମଚାରୀଙ୍କ ବୀମାରେ ମଧ୍ୟ ଅସ୍ପଷ୍ଟତା ଥିବା ମହାସଂଘ ପକ୍ଷରୁ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଦି ହଟିଲେ, ଏବେ ‘ଧାମ’ ହଟିବାକୁ ନେଇ ଚର୍ଚ୍ଚା

ପୁରୀ, ୭ା୫(ମନୋଜ କୁମାର ଦଳାଇ):ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ସରକାରର ପତନ ଘଟିଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ରାଜନୀତି କରିବା ତାଙ୍କୁ ମହଙ୍ଗା ପଡ଼ିଛି ବୋଲି ଚର୍ଚ୍ଚା ହେଉଛି।…

ଏ-୧ ଗ୍ରେଡ୍‌ରେ ପାସ୍‌ କରିଥିବା ଛାତ୍ରଙ୍କୁ ଭେଟି ଆଶୀର୍ବାଦ ଦେଲେ ପ୍ରଧାନଶିକ୍ଷକ, କହିଲେ ଜଣେ ଦକ୍ଷ ଛାତ୍ର ଭାବେ…

କେସିଙ୍ଗା,୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜବାହରଉଚ୍ଚ ବିଦ୍ୟପୀଠ, ବାଲସି (କ)ର ଛାତ୍ର ଚଳିତ ଶିକ୍ଷାବର୍ଷର ବୋର୍ଡ ପରୀକ୍ଷାରେ ଏ-୧ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇ ଥିବାରୁ…

ଏହା ହେଉଛି ଥଲାପଥି ବିଜୟଙ୍କ ‘ମ୍ୟାଜିକ୍‌ ନମ୍ବର’, ଯାହା ତାଙ୍କୁ ଫିଲ୍ମ ଆଉ ରାଜନୀତିର କଲା ପ୍ରକୃତ ‘କମାଣ୍ଡୋ’

ନୂଆଦିଲ୍ଲୀ,୭।୫: ଦକ୍ଷିଣ ଅଭିନେତା ଥଲାପଥି ବିଜୟ ନିର୍ବାଚନରେ ଏକ ବଡ଼ ବିଜୟ ହାସଲ କରିଛନ୍ତି। ଆପଣଙ୍କୁ କହି ରଖୁଛୁ ଯେ ତାଙ୍କର ଯାଦୁକରୀ ସଂଖ୍ୟା, ବା ରେଡିକ୍ସ…

ବଲାଙ୍ଗୀର ପାଟଣାଗଡ଼ ବ୍ଲକ୍ ଅଫିସରେ ଅଭାବନୀୟ ଘଟଣା, ଝାମ୍ପିନେଇ ଫାଇଲ୍ ଚିରିଦେଲେ ଚେୟାରମ୍ୟାନ୍

ବଲାଙ୍ଗୀର,୭।୫(ସୁନିଲ କୁମାର ମହାନ୍ତି): ବ୍ଲକ ଅଫିସ ଭିତରେ ଫାଇଲ ଚିରିଦେଲେ ଚେୟାରମ୍ୟାନ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବୁଧବାର ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ…

ଡିପି ପରିବର୍ତ୍ତନ କଲେ ମୋଦି-ଶାହା: ପାକିସ୍ତାନକୁ ଦେଲେ ଚେତାବନୀ

ନୂଆଦିଲ୍ଲୀ,୭।୫: ଆଜି ପହଲଗାମରେ ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତୀୟ ସେନା ଦ୍ୱାରା ଆରମ୍ଭ ହୋଇଥିବା ଅପରେଶନ ସିନ୍ଦୂରର ପ୍ରଥମ ବାର୍ଷିକୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅମିତ…

ପଶ୍ଚିମବଙ୍ଗ ନିର୍ବାଚନ ଫଳ ପ୍ରକାଶ ପରେ ଅନୁପ୍ରବେଶକାରୀଙ୍କ ଠିକଣା ପାଲଟୁଛି ମହାକାଳପଡ଼ା, ଜଳପଥରେ ଆସି…

କେନ୍ଦ୍ରାପଡ଼ା,୭ା୫ (ଜଗନ୍ନାଥ ଧଳ): ପଶ୍ଚିମବଙ୍ଗ ନିର୍ବାଚନ ଫଳ ପ୍ରକାଶ ପାଇଛି। ସେହି ରାଜ୍ୟରେ ଭାଜପା ସରକାର ଗଠନ କରିବାକୁ ଯାଉଛି। ଏହା ପୂର୍ବରୁ ସେଠାରେ ଅନୁପ୍ରବେଶ କରିଥିବା…

ତାମିଲନାଡୁରେ ନୂଆ ଟୁଇଷ୍ଟ! ଚାଣକ୍ୟ ହୋଇ ଭାଜପା ଖେଳିଲା ବଡ଼ ଗେମ୍‌, ଚିନ୍ତାରେ ପଡିଲେ ବିଜୟ ,ରାହୁଲ

ଚେନ୍ନାଇ, ୭।୫: ତାମିଲନାଡୁ ରାଜନୀତିରେ ଏକ ଆଶ୍ଚର୍ଯ୍ୟଜନକ ମୋଡ଼ ଆସିଛି। ଥଲାପଥି ବିଜୟଙ୍କ ଟିଭିକେ ସରକାର ଗଠନ କରିବାକୁ ଚେଷ୍ଟା କରୁଛି। ଏହାର ସଂଖ୍ୟାଗରିଷ୍ଠତା ନାହିଁ। ତେଣୁ,…

ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ ଦୁର୍ବୃତ୍ତ, ସାଇରନ ବାଜିବା ଡରରେ ଭାଙ୍ଗିଦେଲେ…

ଉଦଳା,୭।୫(ସନ୍ତୋଷ କୁମାର ବାଚ୍ଛିନୀ): ଏଟିଏମ ଲୁଟିନେଲେ ଦୁର୍ବୃତ୍ତ । ଏକ ନୂଆ ଫଣ୍ଡାରେ ଲୁଟ୍ କରିଛନ୍ତି । ନିଜ ଚେହେରାକୁ ସିସିଟିଭିରୁ ବଞ୍ଚାଇବା ପାଇଁ ସିସିଟିଭିରେ ଲାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri