ଗ୍ଲାମରସ୍ ଲୁକରେ ଅମିଶା

ମୁମ୍ବାଇ: ବଲିଉଡ୍‌ର ବିଗତ ଦିନର ନାୟିକା ଅମିଶା ପଟେଲ ଏବେ ସୋସିଆଲ ମିଡିଆରେ ଛାଇ ହୋଇ ରହିଛନ୍ତି । ବଡ ପରଦାଠାରୁ ଦୂରରେ ଥିବା ଏହି ନାୟିକା କିନ୍ତୁ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ । ସମୟ ସମୟରେ ସେ ତାଙ୍କର ଏମିତି କିଛି ଫଟୋ ଓ ଭିଡ଼ିଓ ଶେୟାର କରିଥାଆନ୍ତି ଯାହା ତାଙ୍କ ପ୍ରଶଂସକଙ୍କ ନିଦ ହଜାଇ ଦେଇଥାଏ । ନିକଟରେ ସେ ବ୍ଲୁ କ୍ଲର ବିକିନ ସହ ଏକ ସୁଇମିଂ ପୁଲ ନିକଟରେ ଗ୍ଲାମସର୍ ପୋଜ୍ ଦେଉଥିବାର ଏ ଭିଡିଓ ସେ ତାଙ୍କ ଅଫିସିଆଲ୍ ଇନଷ୍ଟାଗ୍ରାମ ହ୍ୟାଣ୍ଡରେ ଶେୟାର କରିଛନ୍ତି । ଆଉ ଏହାକୁ ଦେଖିବା ପରେ ଆଦୌ ଲାଗୁନାହିଁ କି ନାୟିକା ୪୫ଟି ବସନ୍ତ ଅତିକ୍ରମ କରିଗଲେଣି । ଖୁବ୍ ଗ୍ଲାମରସ୍ ଲାଗୁଥିବା ଅମିଶା ବୟସକୁ ପଛକୁ ପକାଇ ଦେଇଥିବା କୁହାଯାଉଛି । ସେ ଯାହା ହେଉ ବେଶ୍ କିଛି ଦିନର ବିରତି ପରେ ଅମିଶା ପୁଣିଥରେ ବଡ ପରଦାକୁ ଫେରୁଛନ୍ତି ବୋଲି ଶୁଣିବାକୁ ମିଳିଛି । ‘କହୋନା ପ୍ୟାର ହୈ’ରୁ ନିଜର କ୍ୟାରିୟର ଆରମ୍ଭ କରିଥିବା ଅମିଶା ‘ଗଦ୍ଦର ଏକ ପ୍ରେମ କଥା’ରେ ସନ୍ନି ଦେଓଲଙ୍କ ସହ ଅଭିନୟ କରି ଦର୍ଶକଙ୍କ ନିକଟତର ହୋଇପାରିଥିଲେ । ଏବେ ଶୁଣିବାକୁ ମିଳିଛି କି ଅମିଶା ପୁଣିଥରେ ‘ଗଦ୍ଦର ଏକ ପ୍ରେମ କଥା ୨’ ବା ସିକ୍ୱୁଏଲରେ ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri