Posted inଜାତୀୟ

ଆଇପିସି, ସିଆରପିସି ଆକ୍ଟରେ ହେବ ସଂଶୋଧନ: ଶାହା

ନୂଆଦିଲ୍ଲୀ,୧୬।୨: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଦିଲ୍ଲୀ ପୋଲିସର ୭୬ତମ ଫାଉଣ୍ଡେସନ ଡେ’ ପରେଡରେ ଯୋଗ ଦେଇଛନ୍ତି। ସେ ତାଙ୍କ ସମ୍ବୋଧନରେ କହିଛନ୍ତି, ଏହି ପରେଡରେ ଯୋଗଦେବା ମୋ ପାଇଁ ଏକ ଗର୍ବର ମୁହୂର୍ତ୍ତ। ସ୍ବାଧୀନତା ପରଠାରୁ ଆଜି ପର୍ଯ୍ୟନ୍ତ ଦିଲ୍ଲୀ ପୋଲିସ ନିଜ କାର୍ଯ୍ୟ ପାଇଁ ଜଣାଶୁଣା ଏବଂ ସମଗ୍ର ଦେଶ ଏହାକୁ ପ୍ରଶଂସା କରିଛି। ସେବାରେ ନିଜ ଜୀବନକୁ ଉତ୍ସର୍ଗ କରିଥିବା ଯବାନମାନଙ୍କୁ ମୁଁ ମୋର ଶ୍ରଦ୍ଧାଞ୍ଜଳି ଦେବାକୁ ଚାହେଁ। ସ୍ବାଧୀନତା ପରେ ଦିଲ୍ଲୀ ପୋଲିସ ଶାନ୍ତି, ସେବା, ନ୍ୟାୟ ସ୍ଲୋଗାନ ଦେଇ ଆଗକୁ ବଢିଛି। ଦିଲ୍ଲୀ ପୋଲିସ ନିଜ କାର୍ଯ୍ୟରେ ଅନେକ ପରିବର୍ତ୍ତନ ଆଣିଛି, ଯାହା ଦେଶ ପାଇଁ ଲାଭଦାୟକ ଅଟେ।
ଏହି ଅବସରରେ ଶାହା ଏକ ବଡ ଘୋଷଣା କରିଥିଲେ। ସେ କହିଛନ୍ତି, ଆଇପିସି, ସିଆରପିସି ଏବଂ ଏଭିଡେନ୍ସ ଆକ୍ଟରେ କିଛି ସଂଶୋଧନ କରାଯିବ। ସ୍ବାଧୀନତା ପୂର୍ବରୁ ପୋଲିସର କାର୍ଯ୍ୟରେ ସେବାର ନାମ ନ ଥିଲା, କିନ୍ତୁ ବର୍ତ୍ତମାନ ସେଠାରେ ଅନେକ ସେବା ଭାବନା ରହିଛି। କରୋନା ପରି ବିଶ୍ୱ ମହାମାରୀ ସମୟରେ ଦିଲ୍ଲୀ ପୋଲିସର ଅବଦାନକୁ ବହୁ ପ୍ରଶଂସା କରାଯାଇଥିଲା। ୨୦୧୪ରୁ ଭାରତର ଆଇନ ଶୃଙ୍ଖଳା, ସୁରକ୍ଷା ସକରାତ୍ମକ ବିକାଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

ନଡ୍ଡାଙ୍କ କାର୍ଯ୍ୟକ୍ରମ ଚାଲିଥିବା ବେଳେ ବାହାରିଲା ସାପ, ଭାଜପା ଅଧ୍ୟକ୍ଷ କହିଲେ…

ପାଟନା,୭।୯: ଭାରତୀୟ ଜନତା ପାର୍ଟି ଅଧ୍ୟକ୍ଷ ତଥା କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଦୁଇ ଦିନିଆ ଗସ୍ତରେ ବିହାରରେ ଅଛନ୍ତି। ପାଟନାରେ ଥିବା ଇନ୍ଦିରା ଗାନ୍ଧୀ...

ସଞ୍ଜୟ ରୟଙ୍କୁ ଜାମିନ ଦିଆଯିବ….ସିବିଆଇକୁ ସିଧା ଶୁଣାଇଦେଲେ କୋର୍ଟ

କୋଳକାତା,୭।୯: ‘ଆମେ ସଞ୍ଜୟ ରୟଙ୍କୁ ଜାମିନ ଦେଇ ଦେବା ଉଚିତ… କୋଲକାତାର ଆରଜି କର ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ମାମଲାର...

ଯୋଗୀଙ୍କ କାନରେ ଏମିତି କ’ଣ କହିଲେ ଉପରାଷ୍ଟ୍ରପତି, ହସି ପକାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୭।୯: ରାଜନୀତିର ଏକ ଭାଇରାଲ ଫଟୋକୁ ନେଇ ଏବେ ଆଲୋଚନା ଯୋର ଧରିଛି। ଯାହା ସୋସିଆଲ ମିଡିଆରେ ଆଲୋଚନାର ବିଷୟ ହୋଇ ରହିଛି। ଏହି ଫଟୋ...

‘କବରରେ ଶୋଇଥିବା ଭୋଟରଙ୍କୁ…’ଜମ୍ମୁ-କଶ୍ମୀର ନିର୍ବାଚନ ପୂର୍ବରୁ ଏମିତି କହିଲେ ଶାହା

ଶ୍ରୀନଗର,୭।୯: ଜମ୍ମୁ କଶ୍ମୀରରେ ନିର୍ବାଚନ ପାଇଁ ଅଧିକ ସମୟ ବାକି ନାହିଁ। ନିର୍ବାଚନ ପୂର୍ବରୁ ପ୍ରଥମ ରାଲିରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ...

ମଣିପୁରରେ ପୁଣି ବ୍ୟାପିଲା ହିଂସା, ଜିରିବାମରେ ୫ ମୃତ

ଇମ୍ଫାଲ,୭।୯: ମଣିପୁରରେ ହିଂସା ଥମିବାର ନାଁ ନେଉନାହିଁ। ଗତ କିଛିମାସ ହେବ ମଣିପୁର ହିଂସାର ନିଆଁରେ ଜଳିବାରେ ଲାଗିଛି। ଏବେ ଜିରିବାମରେ ହୋଇଥିବା ହିଂସାରେ ୫...

ନିର୍ବାଚନ ପାଇଁ ଭାଜପାର ଖାସ୍‌ ପ୍ଲାନିଂ: ନିତିନ ଗଡକରୀଙ୍କୁ ବଡ଼ ଦାୟିତ୍ୱ

ପୁଣେ,୭।୯: ଆସନ୍ତା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀଙ୍କ ସମେତ ମହାରାଷ୍ଟ୍ରର ସମସ୍ତ ଭାଜପାନେତା ଅଂଶଗ୍ରହଣ କରିବେ। ମହାରାଷ୍ଟ୍ର ଭାଜପା ୟୁନିଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri