ଏହି ପ୍ରସିଦ୍ଧ ଗାୟିକାଙ୍କୁ ଡାକ୍ତର କହିଥିଲେ, ତୁମେ ମାତ୍ର ୧୦ ମିନିଟ ପର୍ଯ୍ୟନ୍ତ ଜୀବନ୍ତ ରହିପାରିବ

ଆମେରିକାନ ଗାୟିକା ଏବଂ ଗୀତ ଲେଖିକା ଡେମି ଲୋଭାଟୋଙ୍କ ଜୀବନୀ ଉପରେ ଏକ ଡକ୍ୟୁମେଣ୍ଟାରୀ ଫିଲ୍ମ ଆସୁଛି। ପିପୁଲ୍ସ ମାଗାଜିନ ଅନୁଯାୟୀ ଏହି ଫିଲ୍ମ ମାର୍ଚ୍ଚ ୨୩ରେ ୟୁଟ୍ୟୁବରେ ମୁକ୍ତିଲାଭ କରିବାକୁ ଯାଉଛି। ଡେମି ତାଙ୍କ ନିଶା ସେବନ ବିଷୟରେ ଏକ ବଡ଼ ଖୁଲାସା କରିଛନ୍ତି। ୨୦୧୮ ଜୁଲାଇରେ ସେ ଡ୍ରଗ୍ସ ଖାଇ ଏପରି ଅବସ୍ଥାରେ ପହଞ୍ଚିଥିଲେ ଯେ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତି ଯାଇଥିଲେ। ୨୮ ବର୍ଷୀୟା ଡେମି କହିଛନ୍ତି ଯେ, ନିଶା ସେବନ ହେତୁ ସେ ମୃତ୍ୟୁମୁଖରେ ପହଞ୍ଚିଥିଲେ। ଲୋଭାଟୋଙ୍କୁ ଅଧିକ ମାତ୍ରାରେ ଡ୍ରଗ୍ସ ଦିଆଯାଇ ମାରିଦେବାକୁ ଉଦ୍ୟମ କରାଯାଇଥିଲା। ସେହି ଦିନ କଥା ମନେ ପକାଇଲେ ଦେହ ଥରି ଉଠୁଛି ବୋଲି ସେ କହିଥିଲେ। ଆମେରିକାର ସାପ୍ତାହିକ ପତ୍ରିକାକୁ ଦେଇଥିବା ଏକ ସାକ୍ଷାତକାରରେ ଡେମି ଲାଭାଟୋ କହିଛନ୍ତି ଯେ ‘ଡାକ୍ତର କହିଥିଲେ ଯେ ମାତ୍ର ୧୦ ମିନିଟ ପର୍ଯ୍ୟନ୍ତ ଜୀବନ୍ତ ରହିପାରିବ। କିନ୍ତୁ ଭଗବାନଙ୍କ ଆଶୀର୍ବାଦରୁ ମୁଁ ବଞ୍ଚିଗଲି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୟ ହିନ୍ଦ୍‌ ଲେଖି ପାକିସ୍ତାନୀ ମହିଳାଙ୍କ ରୋଷର ଶିକାର ହେଲେ ପ୍ରିୟଙ୍କା

ବ୍ୟକ୍ତିଗତ ହେଉ କି ପ୍ରଫେଶନାଲ ଜୀବନ ହେଉ ଦୁଇଟାଯାକରେ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ପୂରା ସନ୍ତୁଳନ ରକ୍ଷା କରିଥାନ୍ତି। ଏମିତିରେ ବି ତାଙ୍କୁ ବହୁବାର ଟ୍ରୋଲ...

ସୁଶାନ୍ତଙ୍କ ପୂର୍ବତନ ଗର୍ଲଫ୍ରେଣ୍ଡ ଅଙ୍କିତାଙ୍କୁ ଘରକୁ ଆସିଲେ ଦୁଇ କୁନି ଅତିଥି

ନୂଆଦିଲ୍ଲୀ: ଦିଗଂବତ ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ତାଙ୍କ ପୂର୍ବତନ ପ୍ରେମିକା ଅଙ୍କିତା ଲୌଖଣ୍ଡେ ବହୁତ ଦିନ ହେବ ଦୁଃଖୀ ଥିଲେ।...

ଏପିସୋଡ ପିଛା ୬୦ ହଜାର ନିଅନ୍ତି ଏହି ସୁନ୍ଦରୀ ଅଭିନେତ୍ରୀ; ମୋଟ ସମ୍ପତ୍ତି ଜାଣିଲେ…

ବମ୍ବେ: ଟେଲି ଧାରାବାହିକ ‘କୁଣ୍ଡଲୀ ଭାଗ୍ୟ’ରେ ନଜର ଆସୁଛନ୍ତି ଅଭିନେତ୍ରୀ ଶ୍ରଦ୍ଧା ଆର଼୍ୟା। ପ୍ରୀତା ଭୂମିକାରେ ତାଙ୍କ ଅଭିନୟ ଦର୍ଶକଙ୍କ ମନ କିଣି ଆସୁଛି। ଏଥିଯୋଗୁ...

ପ୍ରତ୍ୟେହ ୧୨-୧୪ ଘଣ୍ଟା କାମ କରନ୍ତି ବିଗ୍‌-ବି: କେବିସି-୧୨ ପାଇଁ କବିତା ଲେଖି କହିଲେ ମନକଥା

ବମ୍ବେ: ମହାମାରୀ କରୋନାକୁ ହରାଇବା ପରେ ପୁଣି ଥରେ କର୍ମକ୍ଷେତ୍ରକୁ ଫେରିଛନ୍ତି ବିଗ୍‌ ବି ଅମିତାଭ ବଚ୍ଚନ। ସେ ଏବେ ରିଆଲିଟି ଶୋ’ ‘କୌନ ବନେଗା...

ବିରାଟଙ୍କ ଫନି ଭିଡିଓ ଶେୟାର କଲେ ଅନୁଷ୍କା: ନାଗପୁର ପୋଲିସ ଦେଲା ଏଭଳି ଜବାବ

ମୁମ୍ବାଇ: ଅଭିନେତ୍ରୀ ଅନୁଷ୍କା ଶର୍ମା ଏହି ଲକ୍‌ଡାଉନ ସମୟରେ ସୋସିଆଲ ମିଡିଆରେ ବହୁ ଆକ୍ଟିଭ ରହୁଛନ୍ତି। ପ୍ରାୟ ସମୟରେ ସେ କିଛି ନା କିଛି ମଜାଳିଆ...

ଅଧିକ ପ୍ରଶ୍ନ କରିବାରୁ ଫିଲ୍ମରୁ ବିଦା ହେଲେ ବିଦ୍ୟା

ଅଭିନେତ୍ରୀ ବିଦ୍ୟା ବାଲନ ନିଜ ଚରିତ୍ରକୁ ସର୍ବଦା ଜୀବନ୍ତ କରି ପରଦା ଉପରେ ଉପସ୍ଥାପନା କରିଥାନ୍ତି। ଦର୍ଶକ ତାଙ୍କ ଅଭିନୟକୁ ପସନ୍ଦ ମଧ୍ୟ କରିଥାନ୍ତି। ହେଲେ...

ବିବାହ ସମୟରେ କନ୍ୟାଦାନ ପାଇଁ ମନା କରିଥିଲେ ଦିୟା, ନିଜେ କଲେ ଖୁଲାସା

ମୁମ୍ବାଇ : ଫେବୃୟାରୀ ୧୫ରେ ଅଭିନେତ୍ରୀ ଦିୟା ମିର୍ଜା ପ୍ରତିଷ୍ଠିତ ବ୍ୟବସାୟୀ ବୈଭବ ରେଖୀଙ୍କୁ ବିବାହ କରିଛନ୍ତି। ଗୁରୁବାର ସକାଳେ ଦିୟା ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ...

୧୧ କିଲୋ ଓଜନ କମାଇଲେ କମେଡି କିଙ୍ଗ କପିଲ

ନିଜର ଫିଟନେସକୁ ନେଇ ଖୁବ୍‌ ସଚେତନ ଲୋକପ୍ରିୟ କମେଡି କିଙ୍ଗ କପିଲ ଶର୍ମା । ବର୍ତ୍ତମାନ କପିଲ ପାଖାପାଖି ୧୧ କିଲୋ ଓଜନ କମାଇଛନ୍ତି। ଲକଡାଉନ...

Advertisement
Seven Jackpot


Archives

Model This Week