ଆତଙ୍କବାଦୀଙ୍କ ଉପରେ ହୋଇଥିବା ଆକ୍ରମଣରେ ସାଧାରଣ ଲୋକଙ୍କ ମୃତ୍ୟୁ: କ୍ଷମା ମାଗିଲେ ପ୍ରତିରକ୍ଷା ମନ୍ତ୍ରୀ

ୱାଶିଂଟନ,୧୮ ।୯: କାବୁଲ ବିମାନ ବନ୍ଦରରେ ଗତ ମାସରେ ଏକ ବଡ ଧରଣର ବିସ୍ଫୋରଣ ହୋଇଥିଲା । ଏହି ଆତଙ୍କବାଦୀ ଆକ୍ରମଣ ଫଳରେ ସାଧାରଣ ଜନତାଙ୍କ ସମେତ ୧୨ରୁ ଅଧିକ ଆମେରିକା ସେନାଙ୍କର ବି ମୃତ୍ୟୁ ହୋଇଥିଲା । ପରେ ଏହାର ପ୍ରତିଶୋଧ ନେବାକୁ ଯାଇ ଆମେରିକା କାବୁଲରେ ଥିବା ଆତଙ୍କବାଦୀଙ୍କ ଶିବିରକୁ ଲକ୍ଷ୍ୟ କରି ଡ୍ରୋନରେ ଆକ୍ରମଣ କରିଥିଲା । ଏଥିରେ ୧୦ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିଲା । ଏବେ ଆମେରିକା କହିଛି କାବୁଲ ଡ୍ରୋନ୍ ଆକ୍ରମଣରେ ୧୦ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଛି । ୟୁଏସ୍ ସେଣ୍ଟ୍ରାଲ କମାଣ୍ଡର ଜେନରାଲ ଫୈକ ମ୍ୟାକେଂଜି ୨୯ ଅଗଷ୍ଟରେ କାବୁଲରେ ଡ୍ରୋନ୍ ଦ୍ୱାରା ଆକ୍ରମଣ କରାଯାଇଥିବା କହିଛନ୍ତି । ଏଥିରେ ୧୦ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ବଡ ଭୁଲ ଥିଲା । ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ କାହାକୁ ଦିଆଯିବ କରୋନା ଟିକା

ନ୍ୟୁୟର୍କ,୩୧।୭: କରୋନା ଭୁତାଣୁ ସାରା ବିଶ୍ୱରେ ହୁ ହୁ ହୋଇ ବଢି ଚାଲିଛି। ଏବେ ଏହାର ଟିକା ପାଇଁ ବିଭିନ୍ନ ଦେଶ ଚେଷ୍ଟା ଚଳାଇଛନ୍ତି। କିଛି...

ଜୋକ୍ ପାଇଁ ଫସିଲେ ରଣଦୀପ ହୁଡା

ମୁମ୍ବାଇ, ୨୮।୫: ବଲିଉଡ ଅଭିନେତା ରଣଦୀପ ହୁଡାଙ୍କୁ ମହଙ୍ଗା ପଡ଼ିଛି ଏକ ଜୋକ। ଏହି ଅଭିନେତା ୨୦୧୨ରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ବହୁଜନ ସମାଜବାଦି...

କରୋନା ସହିତ ଲଢ଼େଇ: ଟ୍ରମ୍ପ୍‌ଙ୍କ ଭୟଙ୍କର ପରାମର୍ଶକୁ ଗ୍ରହଣ କଲେନି ଡାକ୍ତର

ଓ୍ବାଶିଂଟନ,୨୫।୪: ଆମେରିକାରେ କରୋନା ସଂକ୍ରମଣ ଯୋଗୁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ତେବେ ମଧ୍ୟ ଏଠାରେ ମୃତ୍ୟୁ ସଂଖ୍ୟା ଅବା ସଂକ୍ରମିତଙ୍କ ସଂଖ୍ୟା...

ଡୋକଲାମ ବିବାଦ କଥାବାର୍ତ୍ତା ଦ୍ୱାରା ସମାଧାନ ସମ୍ଭବ: ଲୋଟେ ଶେରିଙ୍ଗ୍‌

ନୂଆଦିଲ୍ଲୀ, ୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଦିନିଆ ଭୂଟାନ ଗସ୍ତରେ ଯାଇ ଭାରତ ଫେରିବା ପରେ ଭୂଟାନ ପ୍ରଧାନମନ୍ତ୍ରୀ ଲୋଟେ ଶେରିଙ୍ଗ ଡୋକଲାମ ବିବାଦକୁ ନେଇ...

ଭାଇରାଲ ଓ୍ବାର୍ଡ ଗେମ୍‌ ‘ଓ୍ବାର୍ଡଲେ’

ନ୍ୟୁୟର୍କ,୧୩।୧: ମହାମାରୀବେଳେ ଲୋକେ ଅଧିକ ସମୟ ଘରେ ବିତାଉଥିବାବେଳେ ଏକ ମଜାଦାର ଗେମ୍‌ ଅନଲାଇନରେ ବେଶ୍‌ ଲୋକପ୍ରିୟ ହୋଇଛି। ସହଜ ଏବଂ କୌତୁହପୂର୍ଣ୍ଣ ହୋଇଥିବାରୁ ବହୁ...

ପୋଲାଣ୍ଡ ସୀମାରେ ଅଟକିଛନ୍ତି ଶତାଧିକ ଭାରତୀୟ ଛାତ୍ରୀଛାତ୍ର

କ୍ୱିଭ୍‌,୨୮ା୨: ୟୁକ୍ରେନରୁ ବାହାରି ଆସିଥିବା ଶତାଧିକ ଭାରତୀୟ ଛାତ୍ରୀଛାତ୍ର ଏବେ ପୋଲାଣ୍ଡ ସୀମାରେ ଅଟକି କରିଛନ୍ତି। ଭୀଷଣ ଥଣ୍ଡାରେ ପ୍ରାୟ ୪୮ ଘଣ୍ଟାରୁ ଅଧିକ ସମୟ...

ଇସ୍ତଫା ନ ଦେଲେ ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଗତ କରାଯିବ: ନାନ୍ସି ପିଲୋସି

ଓ୍ବାଶିଂଟନ,୯।୧: ଇସ୍ତଫା ନ ଦେଲେ ଟ୍ରମ୍ପ୍‌ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଗତ କରାଯିବ ବୋଲି ଯୁକ୍ତରାଷ୍ଟ୍ର ଆମେରିକାର ‘ହାଉସ ଅଫ ରିପ୍ରେଜେନ୍ଟେଟିଭ୍ସ’ର ବାଚସ୍ପତି ନାନ୍ସି ପିଲୋସି...

କରୋନା ସଂକ୍ରମିତଙ୍କ ଚିକିତ୍ସା କରିଥିବା ୬୩ ପ୍ରତିଶତ ଡାକ୍ତର-ନର୍ସ ହୋଇଛନ୍ତି ମାନସିକ ରୋଗଗ୍ରସ୍ତ !

ବେଜିଂ,୫ ।୪: ଚାଇନାରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଏବେ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି । ତେବେ ଉହାନରେ ସଂକ୍ରମିତଙ୍କ ଚିକିତ୍ସା କରିଥିବା...

Advertisement
Archives

Model This Week