ରାଷ୍ଟ୍ରପତି ନିର୍ବାଚନର ପ୍ରଥମ ଜିଓପି ବିତର୍କରେ ୮ ପ୍ରାର୍ଥୀ ନେବେ ଭାଗ, ସାମିଲ ହେବେନି ଟ୍ରମ୍ପ

ଓ୍ବାଶିଂଟନ୍‌,୨୩।୮: ଆସନ୍ତା ବର୍ଷ ଆମେରିକାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଆଜି ରାଷ୍ଟ୍ରପତି ନିର୍ବାଚନର ପ୍ରଥମ ଜିଓପି ବିତର୍କ ହେବ। ତେବେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ବିତର୍କରେ ଭାଗ ନେଇ ପାରିବେ ନାହିଁ।

ପ୍ରତିନିଧୀ ମାର୍ଜୋରୀ ଟେଲର ଗ୍ରୀନ୍‌ଙ୍କ ସମେତ ଟ୍ରମ୍ପ ସମର୍ଥକମାନେ ଏହି ବିତର୍କରେ ଯୋଗଦେବେ। ରିପବ୍ଲିକାନ ଜାତୀୟ କମିଟି ଅନୁଯାୟୀ, ୮ ଜଣ ପ୍ରାର୍ଥୀ ଜିଓପି ବିତର୍କ ମଞ୍ଚରେ ଯୋଗ ଦେଇପାରନ୍ତି। ସୂଚନାଯୋଗ୍ୟ ଯେ, ୨୦୨୦ ରାଷ୍ଟ୍ରପତି ନିର୍ବାଚନ ସମୟରେ ଟ୍ରମ୍ପ ଏବଂ ଅନ୍ୟ ୧୮ ଅଭିଯୁକ୍ତ ନିର୍ବାଚନ ଫଳାଫଳକୁ ଅଗ୍ରାହ୍ୟ କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ ହୋଇଛି। ଟ୍ରମ୍ପଙ୍କ ସମେତ ଅନ୍ୟ ଅଭିଯୁକ୍ତମାନଙ୍କୁ ଅଗଷ୍ଟ ୨୫ସୁଦ୍ଧା ଫୁଲଟନ କାଉଣ୍ଟି ଜେଲରେ ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଟ୍ରମ୍ପ ନିର୍ବାଚନ ପୂର୍ବରୁ ବିତର୍କରେ ଭାଗ ନେଇ ପାରିବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଆମେରିକାକୁ କଡ଼ା ଚେତାବନୀ ଦେଲା ଇରାନ, ତେଲ ଅଭିଭର…

ତେହରାନ୍‌,୧।୭: ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ସର୍ବୋଚ୍ଚ ନେତାଙ୍କ ସମ୍ପର୍କରେ ଇସ୍ରାଏଲର ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛନ୍ତି । ଆମେରିକାକୁ “ତେଲ ଅଭିଭରେ ପାଳିତ ପଶୁ”…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri