ମୋଣ୍ଟାନା ରେଳ ଦୁର୍ଘଟଣା: ୩ ମୃତ ଅନେକ ଆହତ

ୱାଶିଂଟନ,୨୬ ।୯: ଆମେରିକାରର ମୋଣ୍ଟାନା ସହରରେ ଏକ ଟ୍ରେନ୍ ଲାଇନଚ୍ୟୁତ ହେବା ଫଳରେ ଦୁର୍ଘଟଣା ଘଟିଛି । ଏଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିବା ସୂଚନା ମିଳିଛି । ସମାଚାର ଏଜେନ୍ସି ଆସୋସିଏଟ୍ସ ପ୍ରେସର ସୂଚନା ଅନୁଯାୟୀ, ଏପର୍ଯ୍ୟନ୍ତ ୩ ଜଣଙ୍କ ମୃତ୍ୟୁ ହୋଇଛି । ଟ୍ରେନ୍‌ଟି ସିଏଟଲରୁ ସିକାଗୋ ଯାଉଥିଲା । ଟ୍ରେନରେ ପାଖାପାଖି ୧୪୭ ଯାତ୍ରୀ ଓ ୧୩ଜଣ ଚାଳକ ଦଳ ଥିଲେ । ଟ୍ରେନର ୫ଟି ବଗି ଜୋପଲିନ ନିକଟରେ ଲାଇଚ୍ୟୁତ ହୋଇଯାଇଛି । ସ୍ଥାନୀୟ ଲୋକଙ୍କ ସହ ମିଶି ଉଦ୍ଧାରକାରୀ ଦଳ ମୃତାହତଙ୍କୁ ଉଦ୍ଧାର କରି ହସ୍ପିଟାଲ ପଠାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସୀମାର ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri