ବିବିସି ଡକ୍ୟୁମେଣ୍ଟାରି ନେଇ ମନ୍ତବ୍ୟ ଦେଲା ଆମେରିକା…

ଓ୍ବାଶିଂଟନ,୨୬।୧ : ବିବିସି ଡକ୍ୟୁମେଣ୍ଟାରିକୁ ନେଇ ବିବାଦ ମଧ୍ୟରେ ଆମେରିକାର ବୈଦେଶିକ ବିଭାଗର ବିବୃତ୍ତି ସାମ୍ନାକୁ ଆସିଛି। ଆମେରିକାର ବୈଦେଶିକ ବିଭାଗର ମୁଖପାତ୍ର ନେଡ ପ୍ରାଇସ କହିଛନ୍ତି ଯେ ଆମେ ବିଶ୍ୱରେ ମୁକ୍ତ ଗଣମାଧ୍ୟମକୁ ସମର୍ଥନ କରୁଛୁ ଏବଂ ଗଣତନ୍ତ୍ରକୁ ଦୃଢ଼ କରୁଥିବା ନୀତିର ମହତ୍ତ୍ୱ ବୁଝିପାରୁଛୁ।

ନେଡ ପ୍ରାଇସ ଆମେରିକା ଏବଂ ଭାରତ ମଧ୍ୟରେ କୂଟନୈତିକ ସମ୍ପର୍କକୁ ବର୍ଣ୍ଣନା କରିଛନ୍ତି ଏବଂ ଭାରତର ଗଣତନ୍ତ୍ରକୁ ଏକ ଜୀବନ୍ତ ଉଦାହରଣ ବୋଲି କହିଛନ୍ତି। ଆମକୁ ଏକତ୍ର ବାନ୍ଧୁଥିବା ସମସ୍ତ ଜିନିଷକୁ ଆମେ ଦେଖୁ ଏବଂ ସେହି ସମସ୍ତ ଉପାଦାନକୁ ଦୃଢ଼ କରିବାକୁ ଆମେ ଆଶା କରୁଛୁ ଯାହା ଆମକୁ ଏକତ୍ର ବାନ୍ଧି ରଖିବ। ସେ ଗୁରୁତ୍ୱାରୋପ କରିଛନ୍ତି ଯେ ଆମେରିକାର ଭାରତ ସହ ସହଭାଗୀତା ଅତ୍ୟନ୍ତ ଗଭୀର ଅଟେ ଏବଂ ଦୁଇ ରାଷ୍ଟ୍ର ମୂଲ୍ୟବୋଧ ବାଣ୍ଟିଛନ୍ତି ଯାହା ଆମେରିକାର ଗଣତନ୍ତ୍ର ଏବଂ ଭାରତୀୟ ଗଣତନ୍ତ୍ର ପାଇଁ ଉପଯୋଗୀ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri