ସର୍ବ ସମ୍ମୁଖରେ ଫାଶୀକୁ ନିନ୍ଦା କଲା ଆମେରିକା…

କାବୁଲ/ଓ୍ବାଶିଂଟନ,୮।୧୨ : ଆମେରିକା ଆଫଗାନିସ୍ତାନର ତାଲିବାନ ସରକାରଙ୍କୁ ସମାଲୋଚନା କରିଛି। ଆମେରିକାର ବୈଦେଶିକ ବିଭାଗ ମୁଖପାତ୍ର ନେଡ ପ୍ରାଇସ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଆଫଗାନିସ୍ତାନରେ ଘଟୁଥିବା ବିଭିନ୍ନ ଘଟଣାଗୁଡ଼ିକ ଦର୍ଶାଉଛି ଯେ ତାଲିବାନ ୧୯୯୦ ଦଶକର ପୁରୁଣା ଅଭ୍ୟାସକୁ ଫେରିବାକୁ ଚାହୁଁଛି।

ତାଲିବାନ ବିଚାରପତିମାନଙ୍କୁ ଶରିୟା ଆଇନ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛି। ଏଥିରେ ସର୍ବ ସମ୍ମୁଖରେ ଫାଶୀ ଏବଂ ଚାବୂକ ମାଡ଼ ଆଦି ରହିଛି।

ଅନଲାଇନରେ ପ୍ରସାରିତ ଏକ ଭିଡିଓ କାର୍ଯ୍ୟକ୍ରମରେ ସେ କହିଛନ୍ତି ଯେ ଏହା ସମସ୍ତ ଆଫଗାନିସ୍ତାନ ନାଗରିକଙ୍କ ସମ୍ମାନ ଏବଂ ମାନବିକ ଅଧିକାରର ଉଲ୍ଲଂଘନ ଅଟେ। ତାଲିବାନ ସରକାର ନିଜର ପ୍ରତିଶ୍ରୁତି ପାଳନ କରିବାରେ ବିଫଳ ହୋଇଥିବା ଏହା ସ୍ପଷ୍ଟ ଭାବେ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଲଢେଇରେ ଯୋଡି ହେଲା ଆଉ ଏକ ଅସ୍ତ୍ର

ଲଣ୍ଡନ,୪ ।୧୧: କରୋନା ଯୁଦ୍ଧରେ ଲଢିବାକୁ ଆଉ ଏକ ଅସ୍ତ୍ର ମିଳିଯାଇଛି । ବ୍ରିଟେନରେ କରୋନାର ଚିକିତ୍ସା ପାଇଁ ‘ମର୍କ’ ବଟିକାକୁ ବ୍ୟବହାର କରିବାକୁ ମଞ୍ଜୁରୀ...

ସୁସ୍ଥ ହୋଇଥିବା କରୋନା ସଂକ୍ରମିତ ୩ ମାସ ପରେ ପୁଣି ହୋଇପାରନ୍ତି ସଂକ୍ରମିତ!

ନ୍ୟୁୟର୍କ,୧୫।୮: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱକୁ ଦୋହଲାଇ ଦେଇଛି। ଚାଇନାରୁ ପ୍ରଥମେ ଆରମ୍ଭ ହୋଇଥିବା ଏହି ସଂକ୍ରମଣ ଏବେ ବିଶ୍ୱର କୋଟି କୋଟି...

ଇରାକ୍‌-ସିରିଆରେ ଅଛନ୍ତି ୧୮ ହଜାର ଆଇଏସ୍‌ ଆତଙ୍କବାଦୀ: ଆମେରିକା

ଓ୍ବାଶିଂଟନ,୭।୮: ଇରାକ୍‌-ସିରିଆରେ ୧୮ ହଜାର ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌) ଆତଙ୍କବାଦୀ ରହିଥିବା ଆମେରିକା କହିଛି। ସେମାନଙ୍କ ମଧ୍ୟରେ ୩ ହଜାର ବିଦେଶୀ ଆତଙ୍କବାଦୀ ମଧ୍ୟ ରହିଛନ୍ତି ବୋଲି...

ରୁଷିଆ-ୟୁକ୍ରେନ ପଛରେ ଆମେରିକାର ତୈଳ ରାଜନୀତି

ମସ୍କୋ,୩ା୨: ରୁଷିଆ-ୟୁକ୍ରେନ ମଧ୍ୟରେ ବିବାଦ ଦିନକୁ ଦିନ ଉଗ୍ର ରୂପ ନେଉଛି। ଗୋଟିଏ ପଟେ କ୍ରିମିଆ ଏବଂ ଅନ୍ୟପଟେ ନାଟୋ ମଧ୍ୟ ଗଠନ ହୋଇଛି। ଏହା...

କରୋନା ସଂକ୍ରମିତଙ୍କ ଯାଞ୍ଚ୍‌ କାର୍ଯ୍ୟରେ ରୋବୋ ନିଯୁକ୍ତ

ବେଜିଂ,୬।୨: ଚାଇନାରେ କରୋନା ଭୁତାଣୁ ସଂକ୍ରମଣଙ୍କ ସଂଖ୍ୟା ବଢ଼ିଚାଲିଛି। ଇତିମଧ୍ୟରେ ୫୬୨ ଲୋକଙ୍କ ମୃତ୍ୟୁ କରୋନା ଭୁତାଣୁ ଯୋଗୁ ହୋଇସାରିଛି। ସେହିପରି ୨୭ ହଜାରରୁ ଅଧିକ...

୧୬୭ ଲକ୍ଷ କୋଟି ଖର୍ଚ୍ଚ ପରେ ବି ଆମେରିକା ଖାଲିହାତରେ ଫେରିଲା…

କାବୁଲ/ଓ୍ବାଶିଂଟନ,୩୧।୮: ଆଫଗାନିସ୍ତାନରୁ ଆମେରିକା ସୈନ୍ୟବାହିନୀ ସ୍ବଦେଶ ବାହୁଡ଼ିଛନ୍ତି। ଅଗଷ୍ଟ ୩୧ର ଡେଡ୍‌ଲାଇନ୍‌ ପୂର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ନିଜ ସୈନ୍ୟବାହିନୀଙ୍କୁ ପ୍ରତ୍ୟାବର୍ତ୍ତନ କରାଇଛନ୍ତି। ଫଳରେ...

ଟ୍ରାନ୍ସପରେନ୍ସି ଇଣ୍ଟରନ୍ୟାସନାଲ ଜାରି କଲା ରିପୋର୍ଟ, ଶାହବାଜ-ଇମ୍ରାନ ସରକାର ଆରମ୍ଭରୁ ଅଧିକ ଭ୍ରଷ୍ଟ

ଇସଲାମାବାଦ,୨ ।୨: ଜର୍ମାନୀର ଟ୍ରାନ୍ସପରେନ୍ସି ଇଣ୍ଟରନ୍ୟାଶନାଲ(ଟିଆଇ) ସଂସ୍ଥା ବାର୍ଷିକ ରିପୋର୍ଟ ଜାରି କରିଛି । ଯେଉଁଥିରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଓ ଇମ୍ରାନ ଖାଁଙ୍କ...

କ୍ୱାରାଣ୍ଟାଇନ୍‌ ସେଣ୍ଟରର ୪ର୍ଥ ମହଲାରୁ ବେଡ୍‌ସିଟ୍‌ ସାହାଯ୍ୟରେ ତଳକୁ ଖସି ପଳାଇଲେ କରୋନା ରୋଗୀ

କାନବେରା,୨୩ା୭: କରୋନା ମହାମାରୀ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ସଂକ୍ରମଣ ପ୍ରକାଶ ପାଉଥିବା ଲୋକଙ୍କୁ ଆଇସୋଲେଶନରେ ରହିବାକୁ କୁହାଯାଉଛି। ଅଷ୍ଟ୍ରେଲିଆରେ ଏମିତି ଏକ...

Advertisement
Archives

Model This Week