ହଲିଉଡ ଫିଲ୍ମ ‘ଇଣ୍ଟରଷ୍ଟେଲାର’ ଠାରୁ କମ୍‌ ଚନ୍ଦ୍ରାୟାନ ୩ର ବଜେଟ୍‌, ପ୍ରତିକ୍ରିୟା ଦେଲେ ମସ୍କ

ନୂଆଦିଲ୍ଲୀ,୨୪।୮:ଚନ୍ଦ୍ରପୃଷ୍ଠରେ ଚହଳ ପକାଇଛି ଚନ୍ଦ୍ରାୟାନ ୩। ଏନେଇ ୧୪୦କୋଟି ଭାରତୀୟ ଗର୍ବିତ। ବିଶ୍ୱରେ ଭାରତର ଚନ୍ଦ୍ରୟାନ ୩ ଇତିହାସ ରଚିଛି। ବିଶ୍ୱରେ ପ୍ରଥମ ଦେଶ ଭାବେ ଦକ୍ଷିଣ ମେରୁରେ ବିକ୍ରମକୁ ଲ୍ୟାଣ୍ଡ କରି ଆମେ ଚନ୍ଦ୍ରରେ ନିଜ ନାଁ ଲେଖିଛୁ। ତେବେ ଏହି ସମୟରେ ଏକ ଟୁଇଟ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ କୁହାଯାଇଛି ଯେ ଚନ୍ଦ୍ରୟାନ ୩ର ବଜେଟ ହଲିଉଡର ଖ୍ରୀଷ୍ଟୋଫର ନୋଲାନଙ୍କ ବିଜ୍ଞାନ-କଳ୍ପନା ଭିତ୍ତିକ ଫିଲ୍ମ ‘ଇଣ୍ଟରଷ୍ଟେଲାର’ର ବଜେଟ୍‌ ଠାରୁ କମ। ଏହି ଟୁଇଟ ଭାଇରାଲ ହେବା ପରେ ଟେସଲା ଏବଂ ଏକ୍ସର ମୁଖ୍ୟ ତଥା ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ଏହା ଉପରେ ପ୍ରତିକ୍ରିୟା ରଖିଛନ୍ତି। ସେ ରିପ୍ଲାଏ ଦେଇଛନ୍ତ, ଏହି ମିଶନ ଭାରତ ପାଇଁ ଭଲ।

ଏକ୍ସ(ପୂର୍ବ ଟ୍ବିଟର)ରେ ନ୍ୟୁଜ ଥିଙ୍କ୍‌ ନାମକ ଆଇଡି ଏକ ପୋଷ୍ଟ କରିଛି। ପୋଷ୍ଟରେ ଲେଖାଯାଇଛି, ‘ଆପଣ ଆଶ୍ଚର୍ଯ୍ୟ ହେବେ ଯେ ଚନ୍ଦ୍ରୟାନ ୩ ୭୫ ମିଲିୟନ ଡଲାର ବଜେଟ ହୋଇଥିବାବେଳେ ହଲିଉଡ ଚଳଚ୍ଚିତ୍ର ଇଣ୍ଟରଷ୍ଟେଲର୍‌ ୧୬୫ ମିଲିୟନ ଡଲାର। ଏଲୋନ ମସ୍କ ମଧ୍ୟ ଏହି ଟୁଇଟ ଉପରେ ନିଜର ପ୍ରତିକ୍ରିୟା ଦେଇଛନ୍ତି।

ସୂଚନାଯୋଗ୍ୟ, ୨୦୧୩ରେ ଭାରତର ମାର୍ସ ମିଶନର ଗଗନୟାନର ବଜେଟ ମଧ୍ୟ ହଲିଉଡ ଚଳଚ୍ଚିତ୍ର ‘ଗ୍ରେଭିଟି’ ଠାରୁ ବହୁତ କମ ଥିଲା। ଫିଲ୍ମର ବଜେଟ ୬୪୪କୋଟି ଥିବାବେଳେ ଗଗନାୟାନର ବଜେଟ ମାତ୍ର ୪୭୦ କୋଟି ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ପୁଣି ଘନେଇଲା ଯୁଦ୍ଧ: ମଧ୍ୟପ୍ରାଚ୍ୟକୁ ଯୁଦ୍ଧ ଜାହାଜ, ସୈନ୍ୟ ପଠାଇଲା ଆମେରିକା

ଓ୍ବାଶିଂଟନ,୨ା୧୦: ଆମେରିକା ସେନା ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଏବଂ ପାଖାପାଖି ୧୦,୦୦୦ ସୈନ୍ୟ ପଠାଇଥିବା ଏହାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ନଭେମ୍ବର ୩ରେ ଆମେରିକାରେ…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?