ଜି-୨୦ ସମ୍ମଳନୀ: ଭାରତ ଗସ୍ତକୁ ନେଇ ଉତ୍ସାହିତ ଅଛନ୍ତି ଆମେରିକା ରାଷ୍ଟ୍ରପତି ହେଲେ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୪।୯: ରାଜଧାନୀ ଦିଲ୍ଲୀରେ ଆରମ୍ଭ ହେବାକୁ ଯାଉଛି ଜି-୨୦ ବୈଠକ। ସେପ୍ଟେମ୍ବର ୯ ଓ ୧୦ରେ ଆୟୋଜିତ ହୋଇଥିବା ଏହି ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତିଙ୍କଠାରୁ ବ୍ରିଟେନର ପ୍ରଧାନମନ୍ତ୍ରୀଙ୍କ ପର୍ଯ୍ୟନ୍ତ ବିଶ୍ୱର ଭିନ୍ନ ଭିନ୍ନ ଦେଶର ବହୁ ବଡ ବଡ ନେତା ସାମିଲ ହେବେ।ଏଥି ସହିତ ରଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସମେତ ଅନେକ ନେତା ଏଥର ଶିଖର ସମ୍ମିଳନୀରେ ଯୋଗଦେବେ ନାହିଁ।
ଏହି ସମୟରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସୁଥିବା ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ସେପ୍ଟେମ୍ବର ୭ରେ ଦିଲ୍ଲୀରେ ପହଞ୍ଚିବେ। ନ୍ୟୁଜ ଏଜେନ୍ସି ପିଟିଆଇର ସୂଚନା ଅନୁଯାୟୀ ବାଇଡେନ କହିଛନ୍ତି ଯେ ସେ ଏହି ସପ୍ତାହରେ ଭାରତ ଗସ୍ତକୁ ଅପେକ୍ଷା କରିଛନ୍ତି କିନ୍ତୁ ଚାଇନା ପ୍ରତିପକ୍ଷ ସି ଜିନପିଙ୍ଗ ଦିଲ୍ଲୀରେ ହେବାକୁ ଥିବା ଜି -୨୦ ଶିଖର ସମ୍ମିଳନୀରେ ଯୋଗଦେବେ ନାହିଁ ବୋଲି ସେ ନିରାଶ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

କେନ୍ଦ୍ର କ୍ୟାବିନେଟ ଅଦଳବଦଳ: ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି; ଆସିବ ମନ୍ତ୍ରୀମଣ୍ଡଳ ଲିଷ୍ଟ!

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ପିଏମ ମୋଦୀଙ୍କ…

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

Padma Awards: ଶିବୁ ସୋରେନ, ଆର୍. ମାଧବନ ଓ ରୋହିତ ଶର୍ମାଙ୍କ ସମେତ ଦେଶର ୬୫ ବିଶିଷ୍ଟ ବ୍ୟକ୍ତିତ୍ୱ ସମ୍ମାନିତ

ନୂଆଦିଲ୍ଲୀ,୨୩।୬: ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ଆୟୋଜିତ ‘ସିଭିଲ ଇନଭେଷ୍ଟିଚର ସେରେମୋନି-୨’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୨୦୨୬ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri