ସାମରିକ ଶକ୍ତି ବୃଦ୍ଧି କଲା ଆମେରିକା

ଓ୍ବାଶିଂଟନ,୨୨ା୧୦: ଓ୍ବାଶିଂଟନ ମଧ୍ୟ ପୂର୍ବରେ ବହୁ ପରିମାଣର ନୌସେନା ଶକ୍ତି ନିୟୋଜିତ କରିସାରିଛି।

ଇସ୍ରାଏଲ-ହମାସ୍‌ ଯୁଦ୍ଧ ଯୋଗୁ ସୃଷ୍ଟି ହୋଇଥିବା ମଧ୍ୟପ୍ରାଚ୍ୟର ବ୍ୟାପକ ବିବାଦର ଆଶଙ୍କା କରି ରବିବାର ଆମେରିକା ଏହି ଅଞ୍ଚଳକୁ ଅଧିକ ସାମରିକ ଶକ୍ତି ପଠାଇ ଇସ୍ରାଏଲ ଲେବାନନ, ସିରିଆରେ ଗାଜା ଏବଂ ହମାସ୍‌ ସମର୍ଥକଙ୍କୁ ଟାର୍ଗେଟ କରିଛି।

ଇସ୍ରାଏଲର କ୍ଷେପଣାସ୍ତ୍ର ରବିବାର ଦମ୍ମେସକ ଏବଂ ଆଲେପ୍ପୋ ଅନ୍ତର୍ଜାତୀୟ ବିମାନବନ୍ଦରରେ ମାଡ଼ ହୋଇ ଅତି କମ୍‌ରେ ଦୁଇଜଣଙ୍କର ମୃତ୍ୟୁ ଘଟିଛି ବୋଲି ସିରିଆର ଗଣମାଧ୍ୟମ ସୂତ୍ରରୁ ପ୍ରକାଶ।

ଦକ୍ଷିଣ ଲେବାନନରେ ଯେଉଁଠାରେ ଇରାନ ସମର୍ଥିତ ହିଜବୁଲ ହମାସ୍‌କୁ ସମର୍ଥନ କରି ଇସ୍ରାଏଲ ସହ ସୀମା ମଧ୍ୟରେ ଗୁଳି ବିନିମୟ କରୁଛି, ଇସ୍ରାଏଲ କହିଛି, ଏହାର ବିମାନ ଶନିବାର ହିଜବୁଲ ଟାର୍ଗେଟରେ ବୋମା ପକାଇଛି। ଏଥିରେ ସୈନ୍ୟ ନିହତ ହୋଇଛନ୍ତି।

ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ଲେବାନନର କାମଚଳା ପ୍ରଧାନମନ୍ତ୍ରୀଙ୍କୁ ଚେତାବନୀ ଦେଇଛନ୍ତି, ଯଦି ତାଙ୍କ ଦେଶ ଇସ୍ରାଏଲ-ହମାସ୍‌ ଯୁଦ୍ଧରେ ପ୍ରଭାବରେ ପ୍ରଭାବିତ ହେବ ତେବେ ପରିସ୍ଥିତି କିଛି ଭଲ ହେବନି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…

କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?