Posted inଖେଳ

ଦ୍ରାଭିଡଙ୍କୁ ଆମେରିକାର ନିମନ୍ତ୍ରଣ: ଜାଣନ୍ତୁ କାହିଁକି

ବେଙ୍ଗାଲୁରୁ,୭।୪: ଭାରତର ମହାନ କ୍ରିକେଟର ରାହୁଲ ଦ୍ରାଭିଡଙ୍କୁ ଆମେରିକାରେ ଏମଆଇଟି ସ୍ପୋର୍ଟସ ଆନାଲିସିସ ସମ୍ମିଳନୀରେ ଯୋଗଦେବାକୁ ନିମନ୍ତ୍ରଣ କରାଯାଇଛି। ପ୍ରଥମ ଥର ପାଇଁ ଏଠାରେ କ୍ରିକେଟ ଉପରେ ଏକ ଆଲୋଚନା ଚକ୍ର ଆୟୋଜନ କରାଯାଉଛି। ୮ ଏବଂ ୯ ଏପ୍ରିଲରେ ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀର ବିଷୟବସ୍ତୁ ହେଉଛି ‘ସୋ ମି ଦ ଡାଟା’। ଦ୍ରାଭିଡଙ୍କ ବ୍ୟତୀତ ଗ୍ୟାରି କର୍ଷ୍ଟନ ଏବଂ ଇଶା ଗୁହା ମଧ୍ୟ ଏହି ଭର୍ଚୁଆଲ ସମ୍ମିଳନୀରେ ଅଂଶଗ୍ରହଣ କରିବେ। ଡେଲ ଟେକ୍ନୋଲୋଜିର ନିର୍ଦ୍ଦେଶକ ଆଲୋକ ସିଂ ଏହି ଆଲୋଚନାର ସୁତ୍ରଧାର ହେବେ। ଆଲୋଚନାର ବିଷୟବସ୍ତୁ ହେଉଛି ’ହାଓଜଡାଟା: ହାଓ ଆନାଲିଟିକ୍ସ ଇଜ୍‌ ରିଭୋଲ୍ୟୁଶନାଇଜିଙ୍ଗ୍‌ କ୍ରିକେଟ’ । କର୍ଷ୍ଟନ ୨୦୧୧ ବିଶ୍ୱକପ ଜିତିଥିବା ଭାରତୀୟ ଦଳର କୋଚ ଥିବାବେଳେ ଗୁହା ଜଣେ ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଜଣେ ପ୍ରସିଦ୍ଧ କ୍ରିକେଟ୍‌ ସମୀକ୍ଷକ।


Enter your email to get our daily news in your inbox.

All Right Reserved By Dharitri.Com

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri