ନିଆଁରେ ଘିଅ ଢାଳୁଛି ଆମେରିକା… ଇରାନ-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ରାଗିକି ନିଆଁବାଣ ହେଲା ଚାଇନା

ବେଜିଂ,୧୭।୬: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ବିଷୟରେ ଚାଇନା ଆମେରିକାକୁ ଚେତାବନୀ ଦେଇଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତେହେରାନର ଲୋକମାନଙ୍କୁ ସହର ଖାଲି କରିବାକୁ କହିଥିଲେ। ଚାଇନା ଏହା ଉପରେ କଡ଼ା ପ୍ରତିକ୍ରିୟା ଦେଇଛି। ଯୁଦ୍ଧ ପାଇଁ ଆମେରିକାକୁ ଦାୟୀ କରି ଚାଇନା କହିଛି ଯେ, ଏହା ନିଆଁରେ ଘିଅ ଢାଳୁଛି।

ଏକ ସାମ୍ବାଦିକ ସମ୍ମିଳନୀରେ ଟ୍ରମ୍ପଙ୍କ ମନ୍ତବ୍ୟ ବିଷୟରେ ପଚରାଯିବାରୁ, ଚାଇନା ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଗୁଓ ଜିଆକୁନ କହିଛନ୍ତି, ନିଆଁରେ ଘିଅ ଢାଳବା ଦ୍ୱାରା ବର୍ତ୍ତମାନର ପରିସ୍ଥିତିରେ ଉନ୍ନତି ହେବ ନାହିଁ। କାହାକୁ ଧମକ ଦେଇ କିମ୍ବା ଚାପ ପକାଇ ଏହି ମାମଲାକୁ ଶାନ୍ତ କରାଯାଇପାରିବ ନାହିଁ। ଏହା ଆହୁରି ବୃଦ୍ଧି ପାଇବ।

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି ଇରାନକୁ ଚେତାବନୀ ଦେଇଥିଲେ। ଇରାନକୁ ପରମାଣୁ ଅସ୍ତ୍ର ନିର୍ମାଣ ବନ୍ଦ କରିବାକୁ ଚେତାବନୀ ଦେଇ ସେ କହିଥିଲେ,ତେହେରାନର ଲୋକମାନଙ୍କୁ ତୁରନ୍ତ ସହର ଖାଲି କରିବା ଉଚିତ। ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ୍‌ରେ ଲେଖିଛନ୍ତି, ଇରାନକୁ ମୁଁ ଯେଉଁ ‘ଡିଲ’ ବିଷୟରେ କହିଥିଲି ତାହା ସ୍ବାକ୍ଷର କରିବା ଉଚିତ ଥିଲା। ମାନବ ଜୀବନ ହାନୀ ପାଇଁ ମୁଁ ଦୁଃଖିତ। ମୁଁ ସ୍ପଷ୍ଟ ଭାବରେ କହୁଛି ଯେ, ଇରାନକୁ ପରମାଣୁ ଅସ୍ତ୍ର ହାସଲ କରିବାକୁ ଅନୁମତି ଦିଆଯିବ ନାହିଁ।

 

 


Enter your email to get our daily news in your inbox.

All Right Reserved By Dharitri.Com

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri