ଆମେରିକା ମାଲିକ, ପାକିସ୍ତାନ ଚାକର, କହିଲେ ଇମ୍ରାନ୍‌…

ଇସଲାମାବାଦ,୧୪।୧୧ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ କହିଛନ୍ତି ଯେ ତାଙ୍କୁ କ୍ଷମତାକୁ ହଟାଇବା ପାଇଁ ସେ ଆଉ ଆମେରିକା ପ୍ରଶାସନକୁ ଦାୟୀ କରୁନାହାଁନ୍ତି। ସେ କହିଛନ୍ତି ଯେ ଆମେରିକା ସହିତ ଆମର ସମ୍ପର୍କ ମାଲିକ ଏବଂ ଚାକର ଭଳି। ପାକିସ୍ତାନକୁ ଭଡ଼ା ବନ୍ଧୁକ ଭାବେ ବ୍ୟବହାର କରାଯାଉଛି। ବିଦେଶ ଷଡଯନ୍ତ୍ର ଯୋଗୁ ତାଙ୍କୁ କ୍ଷମତାଚ୍ୟୁତ କରାଯାଇଥିବା ଅଭିଯୋଗକୁ କ୍ରମାଗତ ଭାବେ ପ୍ରଚାର କରୁଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ବର୍ତ୍ତମାନ କହିଛନ୍ତି ଯେ ସେ ୱାଶିଂଟନ ଏବଂ ଇସଲାମାବାଦ ମଧ୍ୟରେ ସେ ଏକ ସମ୍ମାନଜନକ ସମ୍ପର୍କ ଚାହୁଁଛନ୍ତି।

ଷଡଯନ୍ତ୍ରରେ ଆମେରିକାର ଭୂମିକା ଉପରେ ତାଙ୍କର ପୂର୍ବ ମନ୍ତବ୍ୟ ସମ୍ପର୍କରେ ଇମ୍ରାନ ଖାନ କହିଛନ୍ତି ଯେ ଏହା ସମାପ୍ତ ହୋଇଛି, ଏହା ବର୍ତ୍ତମାନ ମୋ ପାଇଁ ଅତୀତ ହୋଇ ସାରିଛି। କିନ୍ତୁ ଏଥିପାଇଁ ମୁଁ ଆମେରିକା ଅପେକ୍ଷା ଆମ ସରକାରଙ୍କୁ ଦାୟୀ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?