ଅଗଷ୍ଟ ୩୧ ପରେ ତାଲିବାନ ସହ କଥା ହେବ ଆମେରିକା: ବାଇଡେନ

ଓ୍ବାଶିଂଟନ,୨୮ା୮: ଅଗଷ୍ଟ ୩୧ ପରେ ଆଫଗାନିସ୍ତାନର କାବୁଲ ବିମାନବନ୍ଦରରୁ ସୁରକ୍ଷିତ ସ୍ଥାନାନ୍ତର ପାଇଁ ଆମେରିକା ତାଲିବାନ ସହ କଥା ହେବ ବୋଲି ଆମେରିକା ରାଷ୍ଟ୍ରପତି ଜୋ-ବାଇଡେନ କହିଛନ୍ତି। ଏହି ପରିପ୍ରେକ୍ଷୀରେ କୂଟନୈତିକ ପ୍ରୟାସକୁ ଜୋରଦାର କରିବାକୁ ବାଇଡେନ ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନଙ୍କୁ କହିଛନ୍ତି। ଆମେରିକା ଚାହୁଁଛି ଯେ, ତାଲିବାନ ଅଗଷ୍ଟ ୩୧ରେ ସାମରିକ ପ୍ରତ୍ୟାହାର ପରେ ମଧ୍ୟ ଅଧିକ ଆଫଗାନିସ୍ତାନ ସହଯୋଗୀଙ୍କୁ ଘଉଡ଼ାଇବାରେ ସମ୍ପୂର୍ଣ୍ଣ ସହଯୋଗ ଜାରି ରଖିବ। ହ୍ବାଇଟ୍‌ ହାଉସର ପ୍ରେସ ସଚିବ ଜେନ୍‌ ପାସାକି ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।

ଜେନ୍‌ ପାସାକି କହିଛନ୍ତି ଯେ, ଆଫଗାନିସ୍ତାନରୁ ଆମେରିକା ସୈନ୍ୟ ପ୍ରତ୍ୟାହାର ପରେ ମଧ୍ୟ ଆଫଗାନିସ୍ତାନ ସହଯୋଗୀ ତଥା ଆମେରିକାର ଭିସା ଉପରେ ଆଫଗାନିସ୍ତାନ ସହଯୋଗୀଙ୍କ ଆଗମନରେ ତାଲିବାନ କୌଣସି ପ୍ରତିବନ୍ଧକ ସୃଷ୍ଟି ନ କରିବାକୁ ଆମେ ଚାହୁଁଛୁ ।  ଅବଶ୍ୟ ଏଥିପାଇଁ ତାଲିବାନ ସହିତ ସମନ୍ବୟ ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

ମାରପିଟ୍ ସହିନପାରି ଘର ଛାଡ଼ିଥିଲେ ସ୍ତ୍ରୀ, ରାଗରେ ପେଟ୍ରୋଲ ଢାଳି ଶାଶୁ-ଶ୍ୱଶୁରଙ୍କୁ ଜାଳିଦେବାକୁ ଜ୍ୱାଇଁଙ୍କ ଉଦ୍ୟମ

ବାରିପଦା/ମୋରଡା,୧୦/୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ଶୁଳିଆପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ଜ୍ୱାଇଁ ନିଜ ଶାଶୁ ଓ ଶ୍ୱଶୁରଙ୍କୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri