ଆମେରିକାରେ ପୋଲିସ ଅଧିକାରୀଙ୍କ ଗାଡିରେ ଭାରତୀୟ ଛାତ୍ରୀଙ୍କ ମୃତ୍ୟୁ, କାର୍ଯ୍ୟାନୁଷ୍ଠାନ ଦାବି କଲା ଭାରତ

ଓ୍ବାଶିଂଟନ୍‌,୧୪।୯: ଆମେରିକାର ସିଆଟେଲରେ ଚଳିତ ବର୍ଷ ଜାନୁଆରୀରେ ପୋଲିସ ଗାଡି ସହ ମୁହାଁମୁହିଁ ଧକ୍କା ହେବାରୁ ଭାରତୀୟ ୨୩ବର୍ଷିୟା ଛାତ୍ରୀ ଜାନଭୀ କାଣ୍ଡୁଲାଙ୍କ ମୃତ୍ୟୁ ହୋଇଥିଲା। ଘଟଣାସ୍ଥଳରେ ପୋଲିସ ଅଧିକାରୀ ହସିବା ସହ ଛାତ୍ରୀଙ୍କ ମୃତ୍ୟୁକୁ ପରିହାସ କରିଥିଲେ। ଏହି ଦୃଶ୍ୟ ଅଧିକାରୀଙ୍କ ବଡି କ୍ୟାମେରାରେ କଏଦ ହୋଇଯାଇଥିଲା। ତେବେ ଜାନଭୀଙ୍କ ମୃତ୍ୟୁକୁ ନେଇ ଭାରତ ସେହି ଅଧିକାରୀଙ୍କୁ ଦୃଢ ନିନ୍ଦା କରିବା ସହ କଠୋର ଆଭିମୁଖ୍ୟ ଗ୍ରହଣ କରିଛି।

ସାନ ଫ୍ରାନ୍ସିସ୍କୋରେ ଥିବା କନସୁଲେଟ ଜେନେରାଲ ଏହି ଘଟଣାକୁ ଚିନ୍ତାଜନକ ବୋଲି ବର୍ଣ୍ଣନା କରିଛନ୍ତି। ଏହି ଦଃଖଦ ଘଟଣାରେ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ ଏବଂ କାର୍ଯ୍ୟାନୁଷ୍ଠାନ ପାଇଁ ଆମେ ସିଆଟେଲ ଏବଂ ୱାଶିଂଟନର ସ୍ଥାନୀୟ କର୍ତ୍ତୃପକ୍ଷ ତଥା ୱାଶିଂଟନର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛୁ ବୋଲି କନସୁଲେଟ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri