ଥରିଲା ମେକ୍ସିକୋ

ୱାଶିଂଟନ,୨୦।୯: ଆମେରିକାର ମେକ୍ସିକୋରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୬ ବୋଲି ଜଣାପଡିଛି। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ ଅନୁଯାୟୀ ସ୍ଥାନୀୟ ସମୟ ଅପରାହ୍ନ ୧ଟା ସମୟରେ ଏହି ଭୂକମ୍ପ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ରାଷ୍ଟ୍ରପତି ଆଣ୍ଡ୍ରେସ ମାନୁଏଲ ଲୋପେଜ ଓବ୍ରାଡୋର ସୂଚନା ଦେଇଛନ୍ତି। ଅନେକ କୋଠାଘର ଭୁଶୁଡି ପଡିଛି। ମେକ୍ସିକୋ ସିଟି ବାସିନ୍ଦା ନିଜର ସୁରକ୍ଷା ପାଇଁ ରାଜରାସ୍ତାକୁ ଓହ୍ଲାଇ ଆସିଥିଲେ।
ଭୂକମ୍ପର କେନ୍ଦ୍ରସ୍ଥଳ ଆକ୍ୱିଲା ଠାରୁ ୩୭ କିଲୋମିଟର ଦକ୍ଷିଣ-ପୂର୍ବରେ, କୋଲିମା ଏବଂ ମାଇକୋଚାନ ରାଜ୍ୟ ସୀମା ନିକଟରେ ୧୫.୧ କିଲୋମିଟର ଗଭୀରରେ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?