ଭାରତ ସଚ୍ଚୋଟ ବନ୍ଧୁ: ଆମେରିକା

ୱାଶିଂଟନ,୨୩ ।୧: ଭାରତକୁ ଏବେ ପ୍ରଶଂସା କରିଛି ଆମେରିକା । କୋଭିଡ ମହାମାରୀଠାରୁ ଦୂରେଇ ରହିବାକୁ ଭାରତ ଏବେ ବିଭିନ୍ନ ଦେଶକୁ କରୋନା ଟିକା ଯୋଗାଇ ଦେଉଛି । ଏହାକୁ ଦେଖିବା ପରେ ଆମେରିକା କହିଛି ଭାରତ ଏକ ସଚ୍ଚୋଟ ବନ୍ଧୁ । ବିଶ୍ୱକୁ ସାହାଯ୍ୟ କରିବାକୁ ଭାରତ ଏବେ ତା’ର ଔଷଧିୟ କ୍ଷେତ୍ରକୁ ବ୍ୟବହାର କରୁଛି । ଭାରତର ସ୍ୱେଦେଶୀ ଭ୍ୟାକ୍ସିନ ଏବେ ଭୁଟାନ, ମାଲଦିପ, ନେପାଳ, ବାଂଲାଦେଶ, ମୋରିସସ ଆଦି ଦେଶକୁ ସାହାଯ୍ୟ ଆକାରରେ ପଠାଇ ସାରିଛି । ପ୍ରାୟ ୯୦ରୁ ଊର୍ଦ୍ଧ୍ୱ ଦେଶ ଭାରତକୁ କୋଭିଡ ଭ୍ୟାକ୍ସିନ ସହାୟତା ମାଗିଥିବା ବେଳେ ଭାରତ ବି ଏଥିରେ ଅରାଜି ହୋଇନି । ତେଣୁ ଭାରତକୁ ଏବେ ବିଶ୍ୱର ଫାର୍ମାସି ବୋଲି କୁହାଯାଉଛି ଯାହା ସାରା ବିଶ୍ୱରେ ପ୍ରସ୍ତୁତ ହେଉଥିବା ଭ୍ୟାକ୍ସିନର ୬୦ ପ୍ରତିଶତ ଭାରତରେ ପ୍ରସ୍ତୁତ କରାଯାଉଛି । ଏମିତିକି ଶତ୍ରୁ ରାଷ୍ଟ୍ରକୁ ବି ଭ୍ୟାକ୍ସିନ ଦେବାରେ ଭାରତର କିଛି ଆପତ୍ତି ନାହିଁ ବୋଲି ଜଣାପଡିଛି । ତେଣୁ ଆମେରିକା କହିଛି ଭାରତ ଏକ ସଚ୍ଚା ବନ୍ଧୁ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ଗୁଳି ଖାଇବୁ ପଛେ ଜମି ଦେବୁନାହିଁ: ରୋକଠୋକ୍‌ ଶୁଣାଇ ଦେଲେ ଅଞ୍ଚଳବାସୀ

ରାୟଗଡ଼ା/କଲ୍ୟାଣସିଂହପୁର,୧୧।୪(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ରାୟଗଡ଼ା ଜିଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟି ଖଣିକୁ ବେଦାନ୍ତ ପକ୍ଷରୁ ଗତ ମଙ୍ଗଳବାର ରାସ୍ତା ନିର୍ମାଣ ଉଦ୍ୟମ ଆରମ୍ଭ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri