ଭାରତ ସଚ୍ଚୋଟ ବନ୍ଧୁ: ଆମେରିକା

ୱାଶିଂଟନ,୨୩ ।୧: ଭାରତକୁ ଏବେ ପ୍ରଶଂସା କରିଛି ଆମେରିକା । କୋଭିଡ ମହାମାରୀଠାରୁ ଦୂରେଇ ରହିବାକୁ ଭାରତ ଏବେ ବିଭିନ୍ନ ଦେଶକୁ କରୋନା ଟିକା ଯୋଗାଇ ଦେଉଛି । ଏହାକୁ ଦେଖିବା ପରେ ଆମେରିକା କହିଛି ଭାରତ ଏକ ସଚ୍ଚୋଟ ବନ୍ଧୁ । ବିଶ୍ୱକୁ ସାହାଯ୍ୟ କରିବାକୁ ଭାରତ ଏବେ ତା’ର ଔଷଧିୟ କ୍ଷେତ୍ରକୁ ବ୍ୟବହାର କରୁଛି । ଭାରତର ସ୍ୱେଦେଶୀ ଭ୍ୟାକ୍ସିନ ଏବେ ଭୁଟାନ, ମାଲଦିପ, ନେପାଳ, ବାଂଲାଦେଶ, ମୋରିସସ ଆଦି ଦେଶକୁ ସାହାଯ୍ୟ ଆକାରରେ ପଠାଇ ସାରିଛି । ପ୍ରାୟ ୯୦ରୁ ଊର୍ଦ୍ଧ୍ୱ ଦେଶ ଭାରତକୁ କୋଭିଡ ଭ୍ୟାକ୍ସିନ ସହାୟତା ମାଗିଥିବା ବେଳେ ଭାରତ ବି ଏଥିରେ ଅରାଜି ହୋଇନି । ତେଣୁ ଭାରତକୁ ଏବେ ବିଶ୍ୱର ଫାର୍ମାସି ବୋଲି କୁହାଯାଉଛି ଯାହା ସାରା ବିଶ୍ୱରେ ପ୍ରସ୍ତୁତ ହେଉଥିବା ଭ୍ୟାକ୍ସିନର ୬୦ ପ୍ରତିଶତ ଭାରତରେ ପ୍ରସ୍ତୁତ କରାଯାଉଛି । ଏମିତିକି ଶତ୍ରୁ ରାଷ୍ଟ୍ରକୁ ବି ଭ୍ୟାକ୍ସିନ ଦେବାରେ ଭାରତର କିଛି ଆପତ୍ତି ନାହିଁ ବୋଲି ଜଣାପଡିଛି । ତେଣୁ ଆମେରିକା କହିଛି ଭାରତ ଏକ ସଚ୍ଚା ବନ୍ଧୁ ।


Enter your email to get our daily news in your inbox.

All Right Reserved By Dharitri.Com

ଆକାଶଛୁଆଁ ଦାମ: ୭ ହଜାରରେ ପହଞ୍ଚିଲା ଗ୍ୟାସ ସିଲିଣ୍ଡର, ଇରାନ ରୋକିଲା ସପ୍ଲାଏ!

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱର ବିଭିନ୍ନ ଦେଶ ଆଗରେ ହାତ ପତାଉଥିବା ପାକିସ୍ତାନର ସ୍ଥିତି ଏବେ ଅତ୍ୟନ୍ତ ଦୟନୀୟ। ମହଙ୍ଗା ମାଡ଼ ଓ ଆର୍ଥିକ ସଙ୍କଟ ପାକିସ୍ତାନକୁ ଅନ୍ୟ…

ନଭେମ୍ବର ୨ରେ ଗଜକେଶରୀ ଯୋଗ: ବଢିବ ୪ ରାଶିର ଧନ, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ନୂଆଦିଲ୍ଲୀ, ୨୫।୧୦: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନଭେମ୍ବର ୨ ତାରିଖ ସକାଳେ ଚନ୍ଦ୍ରମା କର୍କଟ ରାଶିରୁ ବାହାରି ସିଂହ ରାଶିରେ ପ୍ରବେଶ କରିବେ। ସିଂହ ରାଶିରେ ପୂର୍ବରୁ…

ହାରୁଥିବା ମ୍ୟାଚକୁ ଜିତାଇବା ପରେ ତିଳକ ବର୍ମାଙ୍କ ବଡ଼ ବୟାନ, ଖୁଲାସା କରି କହିଲେ- NZ ବିପକ୍ଷରେ ଆମର ଏମିତି ଥିଲା ପ୍ଲାନ୍‌

ନୂଆଦିଲ୍ଲୀ, ୨୫।୧୦: ଚେଜ କରିବା ସମୟରେ ୨୬ଟି ବଲରେ ୬ଟି ଚୌକା ଓ ୧ଟି ଛକା ସହ ଅପରାଜିତ ୫୧ ରନର ମ୍ୟାଚ ବିଜୟୀ ପାଳି ଖେଳିଥିଲେ…

IPL ୨୦୨୭ରେ ଖେଳିବେ କି ନାହିଁ ଧୋନୀ? ଶେଷରେ ଦେଲେ ବଡ଼ ବୟାନ, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ, ୨୫।୧୦: IPL ୨୦୨୭ରେ ଖେଳିବେ କି ନାହିଁ ଏମଏସ ଧୋନୀ? ନିଜେ ନେଇପାରୁନାହାନ୍ତି ନିଷ୍ପତ୍ତି। ଧୋନୀ କହିଛନ୍ତି ଯେ ଡିସେମ୍ବର ମାସ ପୂର୍ବରୁ ସେ ନିଜ…

ନମନ ଧୀର ଆସିବା ପରେ ଟିମ ଇଣ୍ଡିଆରୁ ବାଦ ପଡ଼ିପାରନ୍ତି ଏହି ୩ ଷ୍ଟାର୍‌ ଖେଳାଳି, ନାଁ ଶୁଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୨୫।୧୦: ଟିମ ଇଣ୍ଡିଆକୁ ଏମିତି ଜଣେ ଫିନିଶର ମିଳିଯାଇଛନ୍ତି, ଯିଏ ଶେଷ ଓଭରଗୁଡ଼ିକରେ ନିଜ ଦମରେ ମ୍ୟାଚର ମୋଡ଼ ବଦଳାଇ ପାରିବେ। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ…

ନିର୍ବାଚନୀ ରାଲିରେ ଟ୍ରମ୍ପ୍‌ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…

ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍‌ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଉଚ୍ଚ ଟାରିଫ୍‌ ଧମକ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?