ସେଫ୍ ହାଉସ ସିଫ୍ଟ ହେଲେ ବାଇଡେନ

ୱାଶିଂଟନ,୫ ।୬: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସୁରକ୍ଷାରେ ସାମାନ୍ୟ ଢିଲା ନଜର ଆସିଛି । ଡୋଲାବେୟରର ରେହୋବୋଥ ବିଚରେ ଛୁଟି କାଟିବାକୁ ଯାଇଥିବା ବାଇଡେନଙ୍କ ଭ୍ୟାକେସନ ହୋମ ଉପରେ ଏକ ଅଜ୍ଞାତ ବିମାନ ନଜର ଆସିବାକୁ ନେଇ ଚର୍ଚ୍ଚା ଯୋର ଧରିଥିଲା । ସୁରକ୍ଷା ଦୃଷ୍ଟିରୁ ଏହି ଘଟଣା ପରେ ସୁରକ୍ଷା ଏଜେନ୍ସି ଆଲର୍ଟ ହୋଇଯାଇଥିଲେ । ପରେ ସୁରକ୍ଷା ଦାୟିତ୍ୱରେ ଥିବା ସିକ୍ରେଟ ସର୍ଭିସ ତୁରନ୍ତ ଆମେରିକା ରାଷ୍ଟ୍ରପତିଙ୍କୁ ସେଫ୍ ହାଉସ୍ ସିଫ୍ଟ କରିଦେଇଥିଲେ । ହ୍ୱାଇଟ ହାଉସ ପକ୍ଷରୁ ଏକ ବୟାନ ଜାରି କରାଯାଇ ଘଟଣା ସମ୍ପର୍କରେ ସୂଚନା ଦିଆଯାଇଛି ।
ହ୍ୱାଇଟ ହାଉସ ପକ୍ଷରୁ ଦିଆଯାଇଥିବା ବୟାନରେ କୁହାଯାଇଛି, ଏକ ଅଜଣା ବିମାନ ଭ୍ୟାକେଶନ ହୋମ ଉପରେ ଆକାଶ ମାର୍ଗର ଉଲ୍ଲଂଘନ କରିଥିଲା । ଏହି କାରଣରୁ ରାଷ୍ଟ୍ରପତିଙ୍କ ସୁରକ୍ଷାକୁ କଡାକଡି କରାଯାଇଥିଲା । ହେଲେ ଏହାକୁ ନେଇ ରାଷ୍ଟ୍ରପତି ଅବା ତାଙ୍କ ପରିବାର ପାଇଁ କୌଣସି ବିପଦ ନ ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri