ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପହଞ୍ଚିଲେ ଆମେରିକା ରାଷ୍ଟ୍ରପତି ବାଇଡେନ, ନେତାନ୍ୟାହୁଙ୍କୁ କଲେ ଆଲିଙ୍ଗନ

ଜେରୁଜେଲମ,୧୮।୧୦: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ମଙ୍ଗଳବାର ଗାଜା ପଟ୍ଟିରେ ଅଲ-ଅହଲି ହସ୍ପିଟାଲରେ ଏୟାର ଷ୍ଟ୍ରାଇକ ହୋଇଛି। ଏଥିରେ ଅତି କମରେ ୫୦୦ ଲୋକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି।
ଇତିମଧ୍ୟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ବୁଧବାର ଇସ୍ରାଏଲ ପହଞ୍ଚିଛନ୍ତି।ଏହି ସମୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଜନାମିନ ନେତାନ୍ୟାହୁ ଇସ୍ରାଏଲ ଗସ୍ତରେ ଆସିଥିବାରୁ ଆମେରିକା ରାଷ୍ଟ୍ରପତି ବାଇଡେନଙ୍କୁ ସ୍ବାଗତ କରିବା ସହ କହିଛନ୍ତି, ଆଜି କାଲଇ ଓ ସବୁବେଳେ ଇସ୍ରାଏଲ ସହ ଥିବାରୁ ଆପଣଙ୍କୁ ଧନ୍ୟବାଦ।
ତେଲ ଆଭିଭରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି, ଅକ୍ଟୋବର ୭ରେ, ହମାସ ଗୋଟିଏ ଦିନରେ ୧୪୦୦ ଇସ୍ରାଏଲୀୟଙ୍କୁ ହତ୍ୟା କଲା … ଅକ୍ଟୋବର ୭, ଅନ୍ୟ ଏକ ଦିନ, ଯାହା ସବୁବେଳେ ବଦନାମ ଦିନ ଭାବେ ପରିଚିତ ହେବ। ରାଷ୍ଟ୍ରପତି ମହୋଦୟ ଆପଣ ଠିକ କହିଛନ୍ତି, ହମାସ ଆଇଏସ ଅପେକ୍ଷା ଅତ୍ୟନ୍ତ ଖରାପ। ହମାସକୁ ହରାଇବାକୁ ସଭ୍ୟ ବିଶ୍ୱକୁ ଏକଜୁଟ ହେବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ମାର୍କେଟ ବିଲ୍ଡିଙ୍ଗରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳୁଛି…

ଭୁବନେଶ୍ବର,୩୦।୬: ଭୁବନେଶ୍ବର ମାର୍କେଟ ବିଲ୍ଡିଙ୍ଗରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ହୁତୁହୁତୁ ହୋଇ ୧୫ରୁ ଅଧିକ ଦୋକାନ ଜଳିଯାଇଥିବା ନେଇ ସୂଚନା ରହିଛି । ଖବର ପାଇ…

ରାମ ଲଲ୍ଲାଙ୍କ ଦର୍ଶନ ପାଇଁ ଯାଉଥିବା ସମୟରେ ୟୁପି କଂଗ୍ରେସ ସଭାପତି ଅଜୟ ରାୟ ହାଉସ ଆରେଷ୍ଟ

ଲକ୍ଷ୍ନୌ,୩୦।୬: ପୋଲିସ ଉତ୍ତର ପ୍ରଦେଶ କଂଗ୍ରେସ ସଭାପତି ଅଜୟ ରାୟଙ୍କୁ ଗୃହବନ୍ଦୀ କରିଛି। ଅଜୟ ରାୟ ଆଜି (ମଙ୍ଗଳବାର, ଜୁନ ୩୦) ରାମ ମନ୍ଦିର ପରିଦର୍ଶନ କରିବାର…

ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଶୁଣ୍ଢରେ କଚାଡ଼ି…

ଆନନ୍ଦପୁର, ୩୦।୬(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ହଡ଼ଗଡ଼ ବନାଞ୍ଚଳରେ ପୁଣି ଦନ୍ତା ଆତଙ୍କ ଦେଖାଯାଇଛି । ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ କଣ୍ଟିପାଳ ପଞ୍ଚାୟତ…

ପାକିସ୍ତାନର ଏୟାର ଷ୍ଟ୍ରାଇକକୁ ନିନ୍ଦା କଲା ଭାରତ, ବନ୍ଧୁ ପାଇଁ ବଢାଇଲା ସଯୋଗର ହାତ

ନୂଆଦିଲ୍ଲୀ,୩୦।୬: ଆଫଗାନିସ୍ତାନ ସୀମାବର୍ତ୍ତୀ ଅଞ୍ଚଳରେ ପାକିସ୍ତାନର ବିମାନ ଆକ୍ରମଣକୁ ଭାରତ କଡ଼ା ନିନ୍ଦା କରି ଏହାକୁ ଏକ ଉଦ୍ଦେଶ୍ୟମୂଳକ, ବିନା ପ୍ରରୋଚନାରେ ଆକ୍ରମଣ ଏବଂ ଆଞ୍ଚଳିକ ଶାନ୍ତି…

ଦିଗପହଣ୍ଡିରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମ, ସରକାରଙ୍କ ଜନ କଲ୍ୟାଣ ଯୋଜନାରେ ସାମିଲ ପାଇଁ ବିଧାୟକଙ୍କ ଆହ୍ବାନ

ଦିଗପହଣ୍ଡି,୩୦।୬(ଅଶେଷ ନାଥ ମିଶ୍ର): ରାଜ୍ୟରେ ଭାଜପା ସରକାର ଗଠନର ଦୁଇବର୍ଷ ପୂର୍ତ୍ତି ଅବସରରେ  ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ବିକାଶର ଧାରା ଓଡ଼ିଶା ସାରା ବ୍ଲକ ସ୍ତରୀୟ…

ଆମେରିକା ସହ ବୈଷୟିକ ଆଲୋଚନା ହେବ ନାହିଁ: ଇରାନ

ତେହରାନ୍‌,୩୦ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ କରିବା ଲାଗି ଚୁକ୍ତିନାମା କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା ନିମନ୍ତେ ଆଗାମୀ ଦିନରେ ଆମେରିକା ଏବଂ ଇରାନର ବୈଷୟିକ ଟିମ୍‌ ମଧ୍ୟରେ ଆଲୋଚନା ହେବା…

ଶିଶୁଙ୍କୁ ADHD ରୁ ରକ୍ଷା କରିପାରେ ମା’ କ୍ଷୀର, ଜାଣନ୍ତୁ କଣ କହୁଛି ନୂଆ ଗବେଷଣା

ନୂଆଦିଲ୍ଲୀ,୩୦।୬ (ପି.ଟି.): ଆଜିକାଲି ଅନେକ କ୍ଷେତ୍ରରେ ବିଭିନ୍ନ କାରଣକୁ ନେଇ ଶିଶୁଙ୍କୁ ସ୍ତନ୍ୟପାନ କରାଇବା ହ୍ରାସ ପାଉଥିବା ଦେଖାଯାଉଛି। କେତେକ ସ୍ଥଳରେ ମା’ର ସ୍ବାସ୍ଥ୍ୟଗତ କାରଣ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri