ପୁଣି ଘନେଇଲା ଯୁଦ୍ଧ: ମଧ୍ୟପ୍ରାଚ୍ୟକୁ ଯୁଦ୍ଧ ଜାହାଜ, ସୈନ୍ୟ ପଠାଇଲା ଆମେରିକା

ଓ୍ବାଶିଂଟନ,୨ା୧୦: ଆମେରିକା ସେନା ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଏବଂ ପାଖାପାଖି ୧୦,୦୦୦ ସୈନ୍ୟ ପଠାଇଥିବା ଏହାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି।

ନଭେମ୍ବର ୩ରେ ଆମେରିକାରେ ମଧ୍ୟବର୍ତ୍ତୀ ନିର୍ବାଚନ ପରେ ଇରାନ ଉପରେ ସାନି ଆକ୍ରମଣ ହେବ ବୋଲି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଚେତାବନୀ ଦେବା ପରେ ମଧ୍ୟପ୍ରାଚ୍ୟକୁ ତୃତୀୟ ଯୁଦ୍ଧବିମାନବାହୀ ଜାହାଜ ଓ ଅତିରିକ୍ତ ସୈନ୍ୟ ପଠାଯାଇଛି।

ବୁଧବାର ଇସ୍ରାଏଲ୍‌ ଯାଉଥିବା ଫ୍ଲାଏଦୁବାଇ ବିମାନର କ୍ୟାପ୍‌ଟେନ୍‌ଙ୍କୁ ଛୁରାମାଡ଼ କରିଥିବା କୋ-ପାଇଲଟ୍‌ଙ୍କର ଇରାନ ସହ ସମ୍ପୃକ୍ତି ଥିବାର ସୂଚନା ମିଳିଥିବା ଟ୍ରମ୍ପ୍‌ କହିଛନ୍ତି। ଯଦି କୋ-ପାଇଲଟ୍‌ଙ୍କର ଇରାନ ସହ ସମ୍ପୃକ୍ତି ଥିବା ପ୍ରମାଣିତ ହୁଏ, ତେବେ ଆମେରିକା ଜବାବୀ ଆକ୍ରମଣ କରିବ ବୋଲି ଟ୍ରମ୍ପ୍‌ ଚେତାବନୀ ଦେଇଥିଲେ। ଇତିମଧ୍ୟରେ ମଧ୍ୟପ୍ରାଚ୍ୟକୁ କେତେକ ଜାହାଜରେ ୭,୦୦୦ରୁ ଊର୍ଦ୍ଧ୍ୱ ନାବିକ ଓ ୨,୦୦୦ରୁ ଅଧିକ ନୌସେନା ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

୧୦ ଲକ୍ଷ ଯୌତୁକ ଦାବିରେ ନିର୍ଯାତନା: ମାଡ଼ମାରି ନବବଧୂଙ୍କ ନାକରୁ ରକ୍ତସ୍ରାବ, ନନ୍ଦିପଦା ଥାନାରେ ମାମଲା ରୁଜୁ

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ପଞ୍ଚାୟତ ଅନ୍ତର୍ଗତ ସରଳା-ରାଧାନଗରପାଟଣା ଗ୍ରାମରେ ଜଣେ ନବବଧୂଙ୍କୁ ୧୦ ଲକ୍ଷ ଟଙ୍କା ଯୌତୁକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?