ଓ୍ବାଶିଂଟନ୍,୭।୧୧: ଇସ୍ରାଏଲ ଓ ହମାସ ମଧ୍ୟରେ ଜାରି ଯୁଦ୍ଧ ମଧ୍ୟରେ ଇରାନ ସାମିଲ ହେବା ନେଇ ଚେତାବନୀ ଦେଇଛି। ତେବେ ଇରାନକୁ ସତର୍କ କରାଇ ଆମେରିକା ପର୍ସିଆନ ଗଲ୍ଫକୁ ପରମାଣୁ ବୁଡାଜାହାଜ ପଠାଇଛି। ଇସ୍ରାଏଲକୁ ଗାଜା ସୀମାରେ ଯୁଦ୍ଧ ରୋକିବା ପାଇଁ ଇରାନ ବାରମ୍ବାର ଚେତାବନୀ ଦେଇ ନିଜେ ଯୁଦ୍ଧ ନିଆଁରେ ଝାସ ଦେବାକୁ ବାହାରିଛି। ତେଣୁ ଇରାନକୁ ଘେରାଉ କରିବା ପାଇଁ ଆମେରିକା ନିଜ ଯୁଦ୍ଧ ଜାହାଜ ପଠାଇଛି। ଏ ସମ୍ପର୍କରେ ଆମେରିକାର ସେଣ୍ଟା୍ରଲ କମାଣ୍ଡର ଅଧିକାରୀମାନେ ସୂଚନା ଦେଇଛନ୍ତି।
Posted inHome, Home Middle, ଅନ୍ତର୍ଜାତୀୟ View All
ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ…
ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…
ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି
ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…
ଥଲାପତି ବିଜୟଙ୍କୁ ବଡ଼ ଝଟ୍କା: ଅନୁରୋଧ କରି କହିଲେ…
ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…
ହର୍ମୁଜରୁ ଭାରତୀୟ ଜାହାଜ ପାର୍ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…
ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…
ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍କୁ ଆପଣାଇ…
ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…
ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର
ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…
ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…
ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…
କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…
ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…
Archives

