ଯୁଦ୍ଧରେ ଯୋଗଦେବାକୁ ଚେତାବନୀ ଦେଲା ଇରାନ, ଘେରାଉ କରିବାକୁ ଆମେରିକା ପଠାଇଲା ପରମାଣୁ…

ଓ୍ବାଶିଂଟନ୍‌,୭।୧୧: ଇସ୍ରାଏଲ ଓ ହମାସ ମଧ୍ୟରେ ଜାରି ଯୁଦ୍ଧ ମଧ୍ୟରେ ଇରାନ ସାମିଲ ହେବା ନେଇ ଚେତାବନୀ ଦେଇଛି। ତେବେ ଇରାନକୁ ସତର୍କ କରାଇ ଆମେରିକା ପର୍ସିଆନ ଗଲ୍ଫକୁ ପରମାଣୁ ବୁଡାଜାହାଜ ପଠାଇଛି। ଇସ୍ରାଏଲକୁ ଗାଜା ସୀମାରେ ଯୁଦ୍ଧ ରୋକିବା ପାଇଁ ଇରାନ ବାରମ୍ବାର ଚେତାବନୀ ଦେଇ ନିଜେ ଯୁଦ୍ଧ ନିଆଁରେ ଝାସ ଦେବାକୁ ବାହାରିଛି। ତେଣୁ ଇରାନକୁ ଘେରାଉ କରିବା ପାଇଁ ଆମେରିକା ନିଜ ଯୁଦ୍ଧ ଜାହାଜ ପଠାଇଛି। ଏ ସମ୍ପର୍କରେ ଆମେରିକାର ସେଣ୍ଟା୍ରଲ କମାଣ୍ଡର ଅଧିକାରୀମାନେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପ୍ରତ୍ୟାହାର କଲେ ମମତାଙ୍କ ପ୍ରାର୍ଥୀ: ଦିଦି କଲେ ବଡ଼ ଘୋଷଣା, କହିଲେ ଏବେ ମୁଁ…

କୋଲକାତା,୧୮।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ବଡ଼ ରାଜନୈତିକ ମୋଡ଼ ଆସିଛି। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀର ପ୍ରାର୍ଥୀ ସଞ୍ଚିତା ପ୍ରଧାନ (ଦେ) ନନ୍ଦୀଗ୍ରାମ ଆସନରୁ ନିଜ…

ନିର୍ବାଚନ ଚିହ୍ନ ହରାଇବା ପରେ ମମତା ବାନାର୍ଜୀଙ୍କ ପ୍ରଥମ ପ୍ରତିକ୍ରିୟା: କହିଲେ…

କୋଲକାତା,୧୮।୯: ନିର୍ବାଚନ ଆୟୋଗ ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଋତୁବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଗୋଷ୍ଠୀ ପାଇଁ ନୂତନ ନାମ ଘୋଷଣା କରିଛନ୍ତି। ଏହା ସହିତ, ଉଭୟ…

ପାକିସ୍ତାନରେ ନମାଜ ସମୟରେ ଆତ୍ମଘାତୀ ଆକ୍ରମଣ; ୧୬ ମୃତ, ଅନେକ ଆହତ

ଇସଲାମାବାଦ,୧୮।୯: ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶ ଅନ୍ତର୍ଗତ କୋହାଟ ଜିଲାର ‘ପୋଲିସ ଲାଇନ୍ସ’ ଅଞ୍ଚଳରେ ଶୁକ୍ରବାର (୧୮ ସେପ୍ଟେମ୍ବର, ୨୦୨୬) ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହା…

ବାଡ଼ିକୁ ଗାଈ ଆଣିବା ପାଇଁ ଯାଇଥିଲେ ପୀତାମ୍ବର, ବଜ୍ରପାତ ହେବାରୁ…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ସ୍ଥାନୀୟ କେନ୍ତିଆ ଗ୍ରାମର ପୀତାମ୍ବର ରାଉତ(୬୦) ନିଜ ବାଡ଼ିକୁ ଗାଈ ଆଣିବାକୁ ଯାଇ ବଜ୍ରପାତର…

ନିର୍ବାଚନ ଆୟୋଗଙ୍କ ବଡ଼ ଘୋଷଣା: ମମତାଙ୍କୁ ମିଳିଲା ନୂଆ ପାର୍ଟି ନାଁ-ଚିହ୍ନ, ଜାଣନ୍ତୁ ଋତବ୍ରତଙ୍କୁ କ’ଣ ଦିଆଗଲା…

କୋଲକାତା,୧୮।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ଦୁଇ ଭିନ୍ନ ଗୋଷ୍ଠୀ ପାଇଁ ନିର୍ବାଚନ ଆୟୋଗ ନୂଆ ଦଳୀୟ ନାମ…

ନକଲି ଫେସ୍‌ବୁକ୍‌ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ

ସମ୍ବଲପୁର,୧୮ା୯(ପ୍ରମୋଦ ବହିଦାର): ଫେସ୍‌ବୁକରେ ନକଲି ଆଇଡି ଖୋଲି ଟଙ୍କାକୁ ଦ୍ୱିଗୁଣ କରିଦେବାର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଦୁଇ ଭଉଣୀଙ୍କ ସହ ଭାଇଙ୍କୁ ଗିରଫ…

Gen Zକୁ ମୋହନ ଭାଗବତଙ୍କ ବଡ଼ ବାର୍ତ୍ତା, ଧର୍ମ ବୃଦ୍ଧାବସ୍ଥା….

ନୂଆଦିଲ୍ଲୀ,୧୮।୯: Gen Z ଓ ଯୁବପିଢ଼ିକୁ ଧର୍ମ ନେଇ ବଡ଼ ବାର୍ତ୍ତା ଦେଇଛନ୍ତି ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ପ୍ରମୁଖ ମୋହନ ଭାଗବତ । ଶୁକ୍ରବାର ଉଜ୍ଜୟିନୀରେ…

ଭାରତକୁ ନାଲି ଆଖି ଦେଖାଇଲାଣି ବାଂଲାଦେଶ, ବର୍ତ୍ତମାନ ରଖିଲାଣି ବଡ଼ ସର୍ତ୍ତ

ଢାକା,୧୮।୯: ବାଂଲାଦେଶରେ ତାରିକ ରହମାନଙ୍କ ନେତୃତ୍ୱାଧୀନ ପ୍ରଶାସନ ଶେଖ ହସିନାଙ୍କ ପ୍ରତ୍ୟର୍ପଣ ଦାବିକୁ ନେଇ ଧମକପୂର୍ଣ୍ଣ ଆଭିମୁଖ୍ୟ ଗ୍ରହଣ କରିଛି। ଭାରତ ପ୍ରତି ଏକ ଆକ୍ରମଣାତ୍ମକ ମନୋଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?