ଆମେରିକାରେ ପୁଣି ଫୁଟିଲା ଗୁଳି, ୨ ମୃତ, ପୋଲିସ ଅଧିକାରୀ ଆହତ

ୱାଶିଂଟନ,୨୨ ।୧୦: ଆମେରିକାରେ ପୁଣିଥରେ ଆଖିବୁଜା ଗୁଳି ଚାଳନାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହା ଗୁରୁବାରର ଘଟଣା । ଆମେରିକାର ରାଜଧାନୀ ୱାଶିଂଟନରେ ଏହି ଗୁଳିକାଣ୍ଡ ଘଟିଛି । ଏଥିରେ ୨ ଜଣଙ୍କ ମୃତ୍ୟୁ ହେବାସହ ଜଣେ ପୋଲସ ଅଧିକାରୀ ଗୁରୁତର ଆହତ ହୋଇଛନ୍ତି । ଏହି ଘଟଣାରେ ସମ୍ପୃକ୍ତ ୩ ଜଣ ସନ୍ଦିଗ୍ଧ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ପରେ ୨ ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି ।
କୋଲ୍ୱିଲ ଟ୍ରାଇବଲ ପୋଲିସ ବିଭାଗ କହିଛି ଗୁରୁତର ଆହତ ପୋଲିସ ଅଧିକାରୀଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ପୂର୍ବାପେକ୍ଷା ଏବେ ତାଙ୍କର ସ୍ୱାସ୍ଥ୍ୟ ଭଲ ରହିଛି । ଗିରଫ ଦୁଇଜଣଙ୍କ ପରିଚୟ ହେଲା ପିଙ୍କମ ଓ ଜାଂଚରୀ ହୋଲ୍ଟ । ହେଲେ ତୃତୀୟ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri