ଆମେରିକା ଏୟାର ଶୋ’ରେ ହୋଇଥିବା ବିମାନ ଦୁର୍ଘଟଣାର ଭିଡିଓ ଆସିଲା ସାମ୍ନାକୁ, ପ୍ରାୟ ୬ ଜଣଙ୍କର ହୋଇଛି ମୃତ୍ୟୁ

ୱାଶିଂଟନ,୧୩ ।୧୧: ଆମେରିକାର ଟେକ୍ସାସ ଆକାଶରେ ଦୁଇଟି ଯୁଦ୍ଧ ବିମାନ ପରସ୍ପର ସହ ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଛନ୍ତି । ଏହାର ଏକ ଲୋମ ଟାଙ୍କୁରା ଭିଡିଓ ଏବେ ସାମ୍ନାକୁ ଆସିଛି । ଦୁର୍ଘଟଣାଗ୍ରସ୍ତ ହୋଇଥିବା ଦୁଇଟି ବିମାନ ଭିଣ୍ଟେଜ ମିଲିଟ୍ରି ଏୟାରକ୍ରାପ୍ଟ ଥିବା ବେଳେ ଏହା ଟେକ୍ସାସର ଡଲାସ ସହରରେ ହେଉଥିବା ଏୟାର ଶୋ’ରେ ଭାଗ ନେବାକୁ ଆସିଥିଲେ । ଏୟାର ଶୋ’ରେ ନିଜର ପରାକ୍ରମ ଦେଖାଇବା ସମୟରେ ଆକାଶରେ ଏମାନେ ପରସ୍ପର ସହ ପିଟି ହୋଇଯାଇଥିଲେ ।
ଏହି ଦୁର୍ଘଟଣା ୧୨ ନଭେମ୍ବର ଦିନ ପ୍ରାୟ ୧ଟା ୩୦ ମିନିଟରେ ହୋଇଥିଲା । ଟେକ୍ସାସର ଡଲାସରେ ଭିଣ୍ଟେଜ ଏୟାର ଶୋ ଚାଲିଥିଲା । ଏକ ବୋଇଂ ବି-୧୭ ଆକଶରେ ପରାକ୍ରମ ଦେଖାଉଥିବା ବେଳେ ହଠାତ ଏହି ଯୁଦ୍ଧ ବିମାନ ନିକଟକୁ ବେଲ ପି-୬୩ ନାମକ ଦ୍ୱିତୀୟ ବିମାନ ଚାଲିଆସିଥିଲା । ତେବେ କେହି କିଛି ବୁଝିବା ପୂର୍ବରୁ ଉଭୟ ପରସ୍ପର ସହ ପିଟି ହୋଇଯାଇଥିଲେ ଓ ତଳେ ପଡି ନିଆଁ ଲାଗିଯାଇଥିଲା । ଏଥିରେ ଥିବା ସମସ୍ତ ମେମ୍ବରଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ତେବେ ଏୟାର ଶୋ’ ଦେଖୁଥିବା ଲୋକେ ଭୟରେ ପାଟି କରିବାକୁ ଲାଗିଥିଲେ ।

https://twitter.com/RyanPinesworth/status/1591583305413296129?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1591583305413296129%7Ctwgr%5E33658ffaf003f5e5004a26b106ac9f8dd70f6b68%7Ctwcon%5Es1_&ref_url=https%3A%2F%2Fwww.abplive.com%2Fnews%2Fworld%2Famerica-texas-two-planes-collide-in-mid-air-crash-at-dallas-executive-airport-2258166


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri