ଆମେରିକା ହିଂସା: ଇସ୍ତଫା ଦେଲେ ହ୍ୱାଇଟ ହାଉସର ଦୁଇ ମୁଖ୍ୟ ଅଧିକାରୀ

ୱାଶିଂଟନ,୭ ।୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଉଡେନଙ୍କୁ ଅଫିସିୟାଲି ବିଜୟୀ ପ୍ରାର୍ଥୀ ଘୋଷଣା କରାଯିବା ପରେ ଆମେରିକାରେ ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥକମାନେ ହିଂସା ସୃଷ୍ଟି କରିଛନ୍ତି । ଏହାକୁ ଦେଖି ବୁଧବାର ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପଙ୍କ ଦୁଇଜଣ ମୁଖ୍ୟ ଅଧିକାରୀ ଇସ୍ତଫା ଦେଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ, ହ୍ୱାଇଟ ହାଉସର ଆଉ କେତେଜଣ ଅଧିକାରୀ ଇସ୍ତଫା ଦେବା କଥା ଚିନ୍ତା କରୁଛନ୍ତି । ଏମାନଙ୍କ ମଧ୍ୟରେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ରବର୍ଟ ଓ ବ୍ରାୟନ ଓ ତାଙ୍କର ଡେପୁଟି ମୈଥ୍ୟୁ ପେଣ୍ଟିଗର ରହିଛନ୍ତି । ତେବେ ହ୍ୱାଇଟ୍ ହାଉସ ଏ ସମ୍ପର୍କରେ କିଛି ଟିପ୍ପଣି ଦେଇ ନ ଥିବା ଜଣାପଡିଛି । ଆମେରିକାରେ ଉପୁଜିଥିବା ହିଂସାରେ ଏବେ ସୁଦ୍ଧା ଜଣେ ମହିଳାଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ କିଛି ସ୍ଥାନରେ ଜରୁରୀକାଳିନ ପରିସ୍ଥିତି ଘୋଷଣା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri