ଯୁଦ୍ଧ ମଧ୍ୟରେ ଇସ୍ରାଏଲ ଗସ୍ତ କରୁଛନ୍ତି ଆମେରିକାର ବୈଦେଶିକ ମନ୍ତ୍ରୀ

ଓ୍ବାଶିଂଟନ୍‌,୧୧।୧୦: ଇସ୍ରାଏଲ ଏବଂ ହମାସ୍‌ ଆତଙ୍କବାଦୀଙ୍କ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଇସ୍ରାଏଲ ସୈନ୍ୟବାହିନୀ ହମାସ୍‌ ଆତଙ୍କବାଦୀଙ୍କୁ ଖୋଜି ଖୋଜି ସେମାନଙ୍କ ଆଡ୍ଡାରୁ ହତ୍ୟା କରୁଛି। ତେବେ ଏହାରି ଭିତରେ ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ ବୁଧବାର ଇସ୍ରାଏଲ ଗସ୍ତ କରୁଛନ୍ତି।

ଆମେରିକାର ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ମାଥ୍ୟୁ ମିଲର କହିଛନ୍ତି, ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ ବୁଧବାର ଇସ୍ରାଏଲ ଗସ୍ତ କରୁଛନ୍ତି। ଗସ୍ତ ସମୟରେ ସେ ଇସ୍ରାଏଲର ବରିଷ୍ଠ ନେତାମାନଙ୍କୁ ଭେଟିବେ। ଇସ୍ରାଏଲକୁ ଏହି ବିପଦ ସମୟରେ ସମର୍ଥନ କରିବା ଉଦ୍ଦେଶ୍ୟରେ ସେ ଗସ୍ତ କରୁଛନ୍ତି। ସେମାନେ ସମ୍ମୁଖୀନ ହେଉଥିବା ପରିସ୍ଥିତି ବିଷୟରେ ସିଧାସଳଖ ଜାଣିବାକୁ ଆଣ୍ଟୋନି ଆମେରିକା ପହଞ୍ଚି ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯଦି ଚୁକ୍ତି ବିଫଳ ହୁଏ ତେବେ ମୁଁ ଯାହା କରିବି…’, ଶାନ୍ତି ଆଲୋଚନା ମଧ୍ୟରେ ଏଥର ବଡ଼ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଲିଥିବା ଆଲୋଚନା ମଧ୍ୟରେ ପୁଣି ଥରେ ଇରାନକୁ ଧମକ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଇରାନ ଆମେରିକା ସହିତ…

ଚୂଡ଼ାନ୍ତ ଚୁକ୍ତିନାମାରେ ପବଞ୍ଚିବା କାର୍ଯ୍ୟପନ୍ଥାରେ ଆମେରିକା, ଇରାନ ରାଜି

ଓବୁର୍ଜେନ୍‌,୨୩ା୬: ସୁଇଜରଲାଣ୍ଡରେ ଆମେରିକା ଏବଂ ଇରାନର ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସୋମବାର ଶେଷ ହୋଇଥିବା ମଧ୍ୟସ୍ଥମାନେ କହିଛନ୍ତି। ୧୦୦ ଦିନରୁ ଊର୍ଦ୍ଧ୍ୱ ଚାଲିଥିବା…

ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍‌ଇଇଟି ପରୀକ୍ଷାରୁ ବଞ୍ଚିତ

ନୂଆଦିଲ୍ଲୀ,୨୩ା୬: ଏନ୍‌ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ…

୪୮ ଘଣ୍ଟା ମଧ୍ୟରେ ସାରା ଓଡ଼ିଶା ଛୁଇଁବ ମୌସୁମୀ: ଆଜି ଏହି ସବୁ ଜିଲାରେ ପ୍ରବଳ ବର୍ଷା ସହ ପବନ

ଭୁବନେଶ୍ୱର, ୨୩।୬ (ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସୋମବାର ଓଡ଼ିଶାର ଆହୁରି କିଛି ଅଞ୍ଚଳକୁ ପ୍ରବେଶ କରିଛି। ମୌସୁମୀ ବାୟୁର ଉତ୍ତର ସୀମା ଏବେ ବଲାଙ୍ଗୀର…

ରାଜନୀତିରେ ହଇଚଇ: ୧୧ ବିଧାୟକଙ୍କ ସଭ୍ୟପଦ ରଦ୍ଦ ଆବେଦନକୁ ଖାରଜ କଲେ ବାଚସ୍ପତି

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ବିଜେଡି ପକ୍ଷରୁ ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବା ଲାଗି କରାଯାଇଥିବା ଆବେଦନକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଦେଇଛନ୍ତି। ସେହିପରି କଂଗ୍ରେସର…

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri