ଟ୍ରମ୍ପଙ୍କ ନିଷ୍ପତ୍ତିକୁ ବଦଳାଇଲେ ବାଇଡେନ୍‌, ଡବ୍ଲୁଏଚ୍‌ଓରେ ପୁଣିଥରେ ସାମିଲ ହେବ ଆମେରିକା!

ୱାଶିଂଟନ,୨୦ ।୧୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିଷ୍ପତ୍ତିକୁ ବଦଳାଇବାକୁ ଯାଉଛନ୍ତି । ବାଇଡେନ୍ କହିଛନ୍ତି ଆମେରିକା ପୁଣିଥରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ରେ ସାମିଲ ହେବ । ଏହା ପୂର୍ବରୁ ଟ୍ରମ୍ପ କରୋନା ଭାଇରସ ସଂକ୍ରମଣକୁ ନେଇ ଡବ୍ଲୁଏଚ୍‌ଓ ଉପରେ ଅଭିଯୋଗ କରି ଆସୁଥିଲେ । ଆଉ କହିଥିଲେ ଆମେରିକା ଡବ୍ଲୁଏଚ୍‌ଓଠାରୁ ଅଲଗା ହୋଇଯିବ । ଗତ ଏପ୍ରିଲରେ ଟ୍ରମ୍ପ ଏହି ଘୋଷଣା କରିଥିଲେ । ଟ୍ରମ୍ପ କହିଥିଲେ ଡବ୍ଲୁଏଚ୍‌ଓ କରୋନା ଭାଇରସକୁ ନେଇ ବିଶ୍ୱକୁ ଭ୍ରମରେ ପକାଉଛି । ଯାହା ଫଳରେ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ଯାଉଛି । ହେଲେ ଏବେ ବାଇଡେନ୍ କହିଛନ୍ତି ତାଙ୍କ ପ୍ରଶାସନ ପ୍ରଥମ ଦିନରୁ ହିଁ ଡବ୍ଲୁଏଚ୍‌ଓ ସହ ସାମିଲ ହେବ । ତେବେ ଚାଇନାକୁ ନେଇ ବାଇଡେନ୍ କହିଛନ୍ତି, ଚାଇନାକୁ ଏଥର ସମସ୍ତ ନିୟମ ପାଳନ କରିବାକୁ ପଡିବ ଓ ସେହି ହିସାବରେ କାମ କରିବାକୁ ପଡିବ ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri